Odisha Link
Bridging the Missing Links in Odisha

ଦେଶବାସୀଙ୍କୁ ସମ୍ବୋଧିତ କରିବେ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ : ଆଜି ସନ୍ଧ୍ୟା ୬ରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏନେଇ ପ୍ରଧାନମନ୍ତ୍ରୀ ମୋଦୀ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି।

ସେ ଟ୍ବିଟ୍ କରି ଲେଖିଛନ୍ତି, ‘ମୁଁ ଆଜି ସନ୍ଧ୍ୟା ୬ଟା ବେଳେ ଦେଶବାସୀଙ୍କୁ ବାର୍ତ୍ତା ଦେବି। ଆପଣମାନେ ନିଶ୍ଚୟ ଯୋଗଦାନ କରିବେ।