Odisha Link
Bridging the Missing Links in Odisha

ପୁରୀ ଶ୍ରୀମନ୍ଦିରରେ ଭକ୍ତ ପାଇପାରିବେ ମହାପ୍ରସାଦ

ପୁରୀ : ଆଜି ମହାପ୍ରସାଦ ଉପରେ ଥିବା ସମସ୍ତ କଟକଣାକୁ ହଟାଯାଇଛି । ଦୀର୍ଘ ସାତମାସ ପରେ ଏଣିକି ପୁରୀ ଶ୍ରୀମନ୍ଦିରରେ ମହାପ୍ରସାଦ ମିଳିବ। ଏନେଇ ସୁଆର ମହାସୁଆର ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରତିହାରୀ ସୂଚନା ଦେଇଛନ୍ତି ।

ଏଣିକି ଜିଲ୍ଲା ବାହାର ତଥା ରାଜ୍ୟ ବାହାରର ଭକ୍ତ ମହପ୍ରସାଦ ପାଇପାରିବେ ମହାପ୍ରସାଦ । ବରାଦି ମହାପ୍ରସାଦ ପାଇଁ ମଧ୍ୟ ଭକ୍ତମାନେ ଅର୍ଡର ଦେଇପାରିବେ । ତାସହିତ କାର୍ତିକମାସ ରେ ମହାପ୍ରସାଦ ଯୋଗାଇବା ପାଇଁ ନିଷ୍ପତ୍ତି ହୋଇଛି ।

Comments are closed.