Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ଆଖି ବୁଜିଲେ ୧୫ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟ ଦ୍ରୁତ ଗତିରେ ବଢ଼ିଚାଲିଛି କରୋନା। ଆଜି ରାଜ୍ୟରେ କରୋନାରେ ଆଉ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୨୯ରେ ପହଞ୍ଚିଛି।

୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ମୟୁରଭଞ୍ଜ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୋଳ, ବାଲେଶ୍ବର, ବରଗଡ, ଭଦ୍ରକ, ଗଜପତି, ଝାରସୁଗୁଡା, କନ୍ଧମାଳ, ପୁରୀ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Comments are closed.