Odisha Link
Bridging the Missing Links in Odisha
Daily Archives

October 27, 2020

ଖୋଲିବ ଶିମିଳିପାଳ ଅଭୟାରଣ୍ୟ

ବାରିପଦା: କରୋନା କଟକଣାକୁ ଆଖି ଆଗରେ ରଖି ଶିମିଳିପାଳ ଅଭୟାରଣ୍ୟ ଦୀର୍ଘ ସାତ ମାସ ଧରି ବନ୍ଦ ରହିଥିବା ବେଳେ ନଭେମ୍ବର ୧ରେ କେଲିବାକୁ ଯାଇଛି। ପିଠାବଟା ପଟରୁ ୨୫ ଓ ଯଶୀପୁର କାଳିଆଣି ପଟୁ ୩୫ ଗାଡ଼ିକୁ ଅନୁମତି ମିଳିବ। ସକାଳ ୬ଟାରୁ ୯ଟା ଭିତରେ ପ୍ରବେଶ ପାଇଁ ଅନୁମତି ଦେବାକୁ ନିଷ୍ପତ୍ତି ହୋଇଛି।…

ଜିଓଫାଇବର ସଂପ୍ରତି ଓଡ଼ିଶାର ୧୮ରୁ ଅଧିକ…

ଭୁବନେଶ୍ୱର: ସାମ୍ପ୍ରତିକ ଆହ୍ୱାନମୂଳକ ପରିସ୍ଥିତିରେ ଅନ୍‌ଲାଇନ କ୍ଲାସ ଏବଂ ୱାର୍କିଂ ଫ୍ରମ ହୋମ୍ (ନିଜଘରେ ରହି କାର୍ଯ୍ୟ କରିବା) ସ୍ୱାଭାବିକତା ପାଲଟିଥିବାରୁ ଅନେକଙ୍କ ପାଇଁ ନିରବଚ୍ଛିନ୍ନ ହାଇ-ସ୍ପିଡ ଇଣ୍ଟରନେଟ ସଂଯୋଗ ଏକ ପ୍ରକାର ନିତାନ୍ତ ଆବଶ୍ୟକତା ହୋଇପଡିଛି। ଏହାକୁ ଦୃଷ୍ଟିରେ ରଖି ଦେଶର…

ଚଳନ୍ତା କାର୍‌ରେ ଲାଗିଲା ନିଆଁ

କେନ୍ଦୁଝର: ଚଳନ୍ତା କାର୍‌ରେ ଲାଗିଲା ନିଆଁ। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ନରଣପୁର-ବ୍ରାହ୍ମଣିପାଳ ରାସ୍ତାର। କାରଟି ରାମଚନ୍ଦ୍ରପୁର ନିକଟରେ ଜଳି ଯାଇଛି। ଅନ୍ଧାର ରାସ୍ତାରେ ଯାଉଥିବା ବେଳେ ଜଳିଗଲା କାର। ସଟ ସର୍କିଟ ଘଟି ଚଳନ୍ତା କାରରେ ନିଆଁ ଲାଗିଯାଇଥିବା ସୂଚନା ମିଳିଛି। ତେବେ କାରଥିବା ୩ଜଣ…

ବିଶ୍ୱ ଉର୍ଜା ଚାହିଦାର ନେତୃତ୍ୱ ନେବ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କୋଭିଡ୍‌-୧୯ ପରବର୍ତ୍ତୀ ସମୟରେ ଭାରତର ଅର୍ଥନୀତିକୁ ତ୍ୱରାନ୍ୱିତ କରିବା ପାଇଁ ଉର୍ଜା କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଇ ଅନେକ ଆବଶ୍ୟକୀୟ ପଦକ୍ଷେପ ନିଆଯାଉଛି ବୋଲି ସେରା ଉଇକ୍ ‘ଇଣ୍ଡିଆ ଏନର୍ଜି ଫୋରମ’(ଆଇଇଏଫ)ର ଚତୁର୍ଥ ସଂସ୍କରଣ…

ରାଜ୍ୟରେ ଆଉ ୨୦୧୦ କରୋନା ଆକ୍ରାନ୍ତ…

ଭୁବନେଶ୍ୱର: ରାଜ୍ୟରେ ଆଉ ୨୦୧୦ କରୋନା ଆକ୍ରାନ୍ତ ସୁସ୍ଥ। କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨,୬୮,୧୧୫ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୯ କରୋନା ଆକ୍ରାନ୍ତ ଆରୋଗ୍ୟଲାଭ କରିଛନ୍ତି।…

ମୁଖ୍ୟ ନିର୍ବାଚନ କମିଶନଙ୍କ ଗାଇଡଲାଇନ…

ଭୁବନେଶ୍ୱର: ତିର୍ତ୍ତୋଲ ଉପନିର୍ବାଚନରେ ସରକାରୀ ଅଧିକାରୀମାନେ ଶାସକ ଦଳକୁ ଜିତାଇବା କାର୍ଯ୍ୟରେ ଲାଗିପଡିଛନ୍ତି। ପ୍ରିଜାଇଡିଂ ଅଫିସର ପୋଷ୍ଟାଲ ଭୋଟକୁ ଜାଲିଆତି କରି ଶାସକ ବିଜେଡି ସପକ୍ଷରେ ଭୋଟ କରାଉଛନ୍ତି। ତିର୍ତ୍ତୋଲଠାରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଗାଇଡଲାଇନକୁ ଖୁଲମଖୁଲା ଉଲ୍ଲଘଂନ କରାଯାଉଛି।…

ସରକାରୀ ଅର୍ଥକୁ ଖୁଲମଖୁଲା ହଡ଼ପ କରୁଛନ୍ତି…

ଭୁବନେଶ୍ୱର: ଦୁର୍ନୀତି ଓ ଭ୍ରଷ୍ଟାଚାରରେ ବୁଡିଛି ଶାସକ ବିଜେଡି। ଜନସାଧାରଣଙ୍କ ବିକାଶ ପାଇଁ ଆସୁଥିବା କେନ୍ଦ୍ରୀୟ ଅର୍ଥକୁ ହଡପ କରି ମିଛରେ ବିକାଶର ଡିଣ୍ଡିମ ପିଟିଚାଲିଛନ୍ତି ବିଜେଡି ନେତା। ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଆସୁଥିବା ଆବାସ ଯୋଜନାର ଅର୍ଥ, ବାର୍ଦ୍ଧକ୍ୟ ଭତା ଏବଂ ବିଭିନ୍ନ ଜନକନ୍ୟାଲକାରୀ…

ଛାତ୍ରବୃତ୍ତି ପୋର୍ଟାଲ ଓ ସୁମଙ୍ଗଳ…

ଭୁବନେଶ୍ବର: ଏଣିକି ସରକାରୀ ଛାତ୍ରବୃତ୍ତି ପାଇଁ ଛାତ୍ରଛାତ୍ରୀ ମାନଙ୍କୁ ବିଭିନ୍ନ ବିଭାଗର ଭିନ୍ନ ଭିନ୍ନ ପୋର୍ଟାଲକୁ ବ୍ୟବହାର କରିବା ଦରକାର ପଡିବ ନାହିଁ। ମାତ୍ର ଗୋଟିଏ ପୋର୍ଟାଲ www.scholarship.odisha.gov.in ରେ କ୍ଲିକ୍‌ କଲେ ପିଲାମାନେ ସେମାନଙ୍କ ଛାତ୍ରବୃତ୍ତି ପାଇଁ ଆବେଦନ କରିପାରିବେ।…

ଦିଲୀପ ରାୟଙ୍କୁ ବଡ଼ ଆଶ୍ବସ୍ତି

ନୂଆଦିଲ୍ଲୀ: କୋଲ୍‌ସ୍କାମ୍‌ରେ ଦିଲୀପ ରାଏଙ୍କୁ ବଡ ଆଶ୍ୱସ୍ତି ମିଳିଛି। ଏନେଇ ସ୍ୱତନ୍ତ୍ର ସିବିଆଇ କୋର୍ଟର ଦଣ୍ଡାଦେଶକୁ ସସପେଣ୍ଡ କଲେ ଦିଲ୍ଲୀ ହାଇକୋର୍ଟ। ଆଜି ଦିଲ୍ଲୀ ହାଇକୋର୍ଟ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାଏଙ୍କୁ ସିବିଆଇ କୋର୍ଟ ଦେଇଥିବା ୩ ବର୍ଷର ଜେଲଦଣ୍ଡକୁ ସସପେଣ୍ଡ କରିଛନ୍ତି।…

ବସ୍ତାରୁ ମହିଳାଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର: ଅଖା ବସ୍ତା ଭିତରୁ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର। ଆଜି କେନ୍ଦୁଝର ଜିଲ୍ଲାର ୨୦ ନମ୍ବର ଜାତୀୟ ରାଜପଥରେ ଅଖା ଭିତରେ ମୃତଦେହ ପଡି ରହିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଅଖା ବସ୍ତାଟି ସମ୍ପୂର୍ଣ୍ଣ ଭାବେ ରକ୍ତରେ ଭିଜି ଯାଇଥିଲା। ମୃତଦେହ ପାଖରେ ଏକ ଟିଭିଏସ୍ ମୋପେଡ…