Odisha Link
Bridging the Missing Links in Odisha

ଯବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଖୋର୍ଦ୍ଧା: ଆଇଆରବି ଯବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଗତକାଲି ଷଷ୍ଠ ଆଇଆରବି ଇଣ୍ଡିଆନ ରିଜର୍ଭ ବାଟାଲିଅନ ନାଲିପଡା ଅର୍ଜୁନପୁର କ୍ୟାମ୍ପସ ମଧ୍ୟରେ ଗଛରୁ ଆଇଆରବି କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣଙ୍କ ହେଲେ ସୁବ୍ରତ ରାଉତ।

ଏନେଇ ଖବର ପାଇ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି। କେଉଁ କାରଣରୁ ଯବାନଙ୍କ ମୃତ୍ୟୁ ଘଟିଛି ତାହା ଜଣାପଡିନାହିଁ। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।

Comments are closed.