Odisha Link
Bridging the Missing Links in Odisha
Monthly Archives

October 2020

ଆସିଲା ଅନ୍‌ଲକ୍‌ ୬ ଗାଇଡ୍‌ଲାଇନ୍‌: କ’ଣ…

ଭୁବନେଶ୍ଵର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅନଲକ୍-୬.୦ ବା ନଭେମ୍ବର ମାସ ପାଇଁ ଗାଇଡ୍ ଲାଇନ୍ ଜାରି କରାଯାଇଛି। ରାଜ୍ୟରେ ନଭେମ୍ବର ୧୬ରୁ ଖୋଲିବ ସ୍କୁଲ୍‌। ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ଅନୁମତି ପ୍ରଦାନ କରାଯାଇଛି। ନବମରୁ ଦ୍ୱାଦଶ ଶ୍ରେଣୀ ବ୍ୟତୀତ…

ନଭେମ୍ବର ୧୬ରୁ ଖୋଲିବ ସ୍କୁଲ

ଭୁବନେଶ୍ୱର: ଦୀର୍ଘ ଦିନ ଧରି କରୋନା ପାଇଁ ରାଜ୍ୟରେ ବନ୍ଦ ଥିବା ଶିକ୍ଷାନୁଷ୍ଠାନ ଗୁଡ଼ିକ ଖୋଲିବାକୁ ଯାଉଛି। ଅନ୍‌ଲକ୍‌-୬ରେ ଶିକ୍ଷାନୁଷ୍ଠାନ ଖୋଲିବା ପାଇଁ ସ୍ତିର କରିଛନ୍ତି ରାଜ୍ୟ ସରକାର। ନଭେମ୍ବର ୧୬ରୁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲି। ନବମରୁ ଦ୍ୱାଦଶ ବ୍ୟତୀତ ସବୁ ଶିକ୍ଷାନୁଷ୍ଠାନ…

ରାସ୍ତା ଉପରେ ଜଳିଗଲା ଟ୍ରକ୍, ଅଳ୍ପକେ…

କେନ୍ଦୁଝର: କେନ୍ଦୁଝର ଜିଲ୍ଲାର ନରଣପୁର ଠାରୁ ବ୍ରହ୍ମଣୀପାଳ ରାସ୍ତା ମଧ୍ୟରେ ଥିବା ଭାଇଭାଇ ଢାବା ନିକଟରେ ୧୨ ଚକିଆ ଟ୍ରକ୍ ଠିଆ ହୋଇଥିବା ଜଳିଯିବାର ସୁଚନା ମିଳିଛି। ରାସ୍ତାରେ ଛିଡା ହୋଇଥିବା ସମୟରେ ହଠାତ୍ ଗାଡିରେ ନିଆଁ ଲାଗିଯାଇଥିଲା। ତେବେ ଟ୍ରକର ଡ୍ରାଇଭର ଏବଂ ହେଲପରଙ୍କ ଅନୁଯାୟୀ, ସେମାନେ…

ଉପନିର୍ବାଚନ: ଆସନ୍ତାକାଲି ସରିବ…

ଭୁବନେଶ୍ବର: ଆସନ୍ତା ନଭେମ୍ବର ୩ ତାରିଖରେ ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ। ସମୟ ଯେତେ ପାଖଉଛି ବିଭିନ୍ନ ଦଳ ପକ୍ଷରୁ ପ୍ରଚାର କାର୍ଯ୍ୟ ଜୋରଦାର ହେଉଛି। ଭିନ୍ନ ଭିନ୍ନ ପ୍ରସଙ୍ଗରେ ଉଷୁମ ହେଉଛି ଉପନିର୍ବାଚନ। ଆସନ୍ତାକାଲି ସରିବ ବାଲେଶ୍ୱର ଓ ତିର୍ତ୍ତୋଲ ଉପ-ନିର୍ବାଚନ ପାଇଁ ପ୍ରଚାର।…

ରାଷ୍ଟ୍ରୀୟ ଏକତା ଦିବସ ପରେଡରେ ସାମିଲ…

ଗୁଜୁରାଟ: ଦୁଇ ଦିନିଆ ଗୁଜରାଟ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ସର୍ଦ୍ଦାର ପଟେଲଙ୍କ ଜନ୍ମ ଜୟନ୍ତୀ, ରାଷ୍ଟ୍ରୀୟ ଏକତା ଦିବସରେ ସର୍ଦ୍ଦାର ପଟେଲଙ୍କୁ କେୱାଡିଆରେ ମୋଦି ଜଣାଇଛନ୍ତି ଶ୍ରଦ୍ଧା ସୁମନ। ଗୁଜରାଟ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ମୋଦି ଏହି ଅବସରରେ ଷ୍ଟାଚ୍ୟୁ ଅଫ୍…

ଆଜି କୁମାର ପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ…

ଭୁବନେଶ୍ୱର: ଆଜି ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ କୁମାର ପୂର୍ଣ୍ଣିମା ପାଳିତ ହୁଏ। ପବିତ୍ର କୁମାର ପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜା ଆରମ୍ଭ। ଆଜିର ଦିନରେ ଓଡ଼ିଶାର ଘରେ ଘରେ ଝିଅମାନେ ବେଶ ଆନନ୍ଦର ସହ ଏହାକୁ ପାଳନ କରିଥାଆନ୍ତି। କୁମାରୀ ଝିଅ ମାନେ ସକାଳୁ ସ୍ନାନ କରି ନୂଆ ବସ୍ତ୍ର ପରିଧାନ କରି ତୁଳସୀ…

ଲିଙ୍ଗରାଜ ମନ୍ଦିରରେ ୫ଟି ସଚିବ

ଭୁବନେଶ୍ୱର: ଆଜି ବଡି ଭୋରରୁ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ଯାଇ ଉନ୍ନତିମୂଳକ କାମର ଅନୁଧ୍ୟାନ କରିଛନ୍ତି ଫାଇଭ୍ ଟି ସଚିବ। ଏକାମ୍ର କ୍ଷେତ୍ରର ବିକାଶମୂଳକ କାମର ସମୀକ୍ଷା କରିଛନ୍ତି ଫାଇଭ୍ ଟି ସଚିବ ଭିକେ ପାଣ୍ଡିଆନ୍। ବର୍ତ୍ତମାନ ସୁଦ୍ଧା ୮୦ ପ୍ରତିଶତରୁ ଅଧିକ ଜମି ଅଧିଗ୍ରହଣ ସରିଥିବା ବେଳେ ନଭେମ୍ୱର…

ବିରଜା ମହାପାତ୍ରଙ୍କ ଉପନ୍ୟାସ…

ଭୁବନେଶ୍ୱର: ରାଜ୍ୟର ଅଗ୍ରଣୀ ପ୍ରକାଶନ ସଂସ୍ଥା ପେନ୍‌ ଇନ୍‌ ବୁକ୍ସ ପ୍ରକାଶିତ ବିଶିଷ୍ଟ ଲେଖକ ବିରଜା ମହାପାତ୍ରଙ୍କ ପ୍ରଥମ ଉପନ୍ୟାସ 'ସାରିଆ ନାନୀ' ଓଡ଼ିଆ ଅନ୍ତରଙ୍ଗ ପଣର ନିଛକ ପ୍ରତିଛବି ଓ ଏହା ନିଶ୍ଚୟ ଏକ ପୁରସ୍କାର ଉପଯୋଗୀ ପୁସ୍ତକ ବୋଲି ଏହାର ଉନ୍ମୋଚନ ଅବସରରେ ବିଶିଷ୍ଟ ଅତିଥିମାନେ ମତପ୍ରକାଶ…

କରୋନା: ନଭେମ୍ବରରେ ବି ଶନିବାର ବନ୍ଦ…

ଭୁବନେଶ୍ୱର: ରାଜ୍ୟରେ ଦୀର୍ଘ ସାତ ମାସ ପରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ ସଂଖ୍ୟା। ଏହା ସହିତ କଟକ ଓ ଭୁବନେଶ୍ୱରରେ ସର୍ବାଧିକ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ସରକାରୀ ଅଫିସ ପରିଚାଳନା କରିବା ନିମନ୍ତେ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାରଙ୍କ ସମସ୍ତ ଅଫିସ୍ ନଭେମ୍ବର ମାସର ସବୁ…

କରୋନା: ଆଜି ସୁସ୍ଥ ହେଲେ ୧୮୦୦ ସଂକ୍ରମିତ

ଭୁବନେଶ୍ଵର: ଦୀର୍ଘ ମାସ ପରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ ସଂଖ୍ୟା। ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୫୪୭ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮୦୦ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୨, ୭୩, ୮୩୮କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର…