Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ଆଖି ବୁଜିଲେ ୧୧ ଆକ୍ରାନ୍ତ

ଭୁବନେଶ୍ୱର: ଦୀର୍ଘ ସାତ ପରେ କରୋନା ସଂକ୍ରମଣ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ। ଆଜି ରାଜ୍ୟରେ କରୋନାରେ ଆଉ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୩୧କୁ ବୃଦ୍ଧି ପାଇଛି।

ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି। ସୁନ୍ଦରଗଡ଼ରୁ ୩ , ଅନୁଗୁଳ, କଟକ, ଦେବଗଡ଼,କେନ୍ଦ୍ରାପଡ଼ା, ନୂଆପଡ଼ା, କେନ୍ଦୁଝର,ଖୋର୍ଦ୍ଧା ଓ ମାଲକାନଗିରିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Comments are closed.