Odisha Link
Bridging the Missing Links in Odisha

ରାଜ୍ୟପାଳଙ୍କୁ କରୋନା

ଭୁବନେଶ୍ବର: ରାଜ୍ୟପାଳଙ୍କୁ କରୋନା। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ କରୋନା। ରାଜ୍ୟପାଳ ଏବଂ ତାଭ୍କ ପତ୍ନୀ ଉଭୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ ରାଜ୍ୟପାଳ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ତାଙ୍କ ସସ୍ପଂର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରିବାକୁ ପରାମର୍ଶ ଦେଇଛନ୍ତି।

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ କରୋନା ଆକ୍ରାନ୍ତ ହେବା ପରେ‌ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ୍‌ ଜିରିଆରେ ରାଜ୍ୟପାଳ‌ଙ୍କ ଶୀଘ୍ର ଆରୋଗ୍ୟ କାମନା କରିବା ସହ ତାଙ୍କ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରିଛନ୍ତି।

Comments are closed.