ଭିଜିଲାନ୍ସରେ ଜାଲରେ କନିଷ୍ଠ ଯନ୍ତ୍ରୀ

ଅନୁଗୁଳ : ଭିଜିଲାନ୍ସରେ ଜାଲରେ କନିଷ୍ଠ ଯନ୍ତ୍ରୀ। ଅନୁଗୁଳ ଜିଲ୍ଲା ବଇଣ୍ଡା ଗ୍ରାମ ଉନ୍ନୟନ ବିଭାଗରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଉଥିବା ଜଣାପଡ଼ିଛି ।
କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ବଇଣ୍ଡାସ୍ଥିତ ସରକାରୀ ବାସଭବନ ଓ ନିଆଳିସ୍ତିତ ବାସଭବନରେ ଏକକାଳୀନ ବୁଧବାର ସକାଳୁ କଟକ ଓ ଅନୁଗୁଳ ଭିଜିଲାନ୍ସ ବିଭାଗ ମିଳିତ ଚଢ଼ାଉ କରିଥିବା ସୂଚନା ରହିଛି ।
Comments are closed.