Odisha Link
Bridging the Missing Links in Odisha

୫ଟି ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ

ଭୁବନେଶ୍ବର: ୯୨୭୧୩ କୋଟିର ୫ଟି ମେଗା ପ୍ରକଳ୍ପକୁ ଅନୁମୋଦନ କରାଯାଇଛି। ରାଜ୍ୟ ଶିଳ୍ପନୀତିରେ ଏହା ସବୁଠୁ ବଡ ପୁଞ୍ଜି ନିବେଶ। ୫ଟି ମେଗା ପ୍ରକଳ୍ପକୁ ଏଚଏଲସିଏ ର ମଞ୍ଜୁରୀ ମିଳିଛି।

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହାକୁ ମଞ୍ଜୁରୀ ମିଳିଛି। ଏଥିରେ ୩୧ ହଜାର ୯୭୯ ଜଣଙ୍କୁ ନିଯୁକ୍ତି ପାଇଁ ସୁଯୋଗ ମିଳିବ।

Comments are closed.