Odisha Link
Bridging the Missing Links in Odisha

ବିଜେଡିରୁ ନିଲମ୍ବିତ ହେଲେ ଜୀବନ ପ୍ରଦୀପ ଦାସ

ଭୁବନେଶ୍ୱର: ବିଜେଡିରୁ ନିଲମ୍ବିତ ହେଲେ ଜୀବନ ପ୍ରଦୀପ ଦାସ। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଆଜି ବିଜେଡ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଜୀବନ ପ୍ରଦାପ ଦାସ ବାଲେଶ୍ୱରର ପୂର୍ବତନ ବିଧାୟକ।

 

Comments are closed.