Odisha Link
Bridging the Missing Links in Odisha

ଆଖି ବୁଜିଲେ ଆଉ ୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୪ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ମୟୁରଭଞ୍ଜ,ଭୁବନେଶ୍ବରରୁ ୩ ଲେଖାଏଁ ସର୍ବାଧିକ ମୃତ୍ୟୁ ବରଣ କରିଛନ୍ତି। କଟକ, ସୁନ୍ଦରଗଡ଼ରୁ ୨ ଜଣ , ସମ୍ବଲ ପୁର, ନୟାଗଡ଼, ଗଞ୍ଜାମ, ନବରଙ୍ଗ ପୁରରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି।

Comments are closed.