Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୧୩୭୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୭୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୦୧୪୦ରେ ପହଞ୍ଚିଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୯୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୭୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ ଦିଆଯାଇଛି।

Comments are closed.