Odisha Link
Bridging the Missing Links in Odisha

ଆଖି ବୁଜିଲେ ଆଉ ୧୭ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ୩ ଲକ୍ଷ ପାର୍‌ ହେଲା କରୋନା ସଂକ୍ରମିତଙ୍କ ସଂଖ୍ୟା। ଆଜି ଆଉ ୧୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.