Odisha Link
Bridging the Missing Links in Odisha

ରାଜଧାନୀରୁ ଆଉ ୫୭ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀରୁ ଆଉ ୫୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୭୦୪ରେ ପହଞ୍ଚିଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୩ ଜଣ ରହିଥିବା ବେଳେ ୪୪ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୭୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୩୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୬୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Comments are closed.