Odisha Link
Bridging the Missing Links in Odisha

ନିର୍ବାଚନ ଫଳାଫଳ: ସପ୍ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ

ଜଗତସିଂହପୁର: ଆଜି ବାଲେଶ୍ବର ଓ ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଫଳା ପ୍ରକାଶ ପାଇବ। ତିର୍ତ୍ତୋଲ ଉପନିର୍ବାଚନର ଭୋଟ ଗଣତି ପ୍ରକ୍ରିୟା ଜାରି ରହିଛି।

ତିର୍ତ୍ତୋଲରେ ସପ୍ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି। ସପ୍ତମ ରାଉଣ୍ଡ ପରେ ବିଜେଡି ୧୦୭୩୬ଖଣ୍ଡ ଭୋଟରେ ଆଗୁଆ ରହିଛି । ବିଜେଡି ୨୫୨୮୭, ବିଜେପି ୧୪୫୫୧, କଂଗ୍ରେସ ୩୯୯୯ ଖଣ୍ଡ ଭୋଟ ପାଇଛନ୍ତି ।

Comments are closed.