Odisha Link
Bridging the Missing Links in Odisha

ନିର୍ବାଚନ ଫଳାଫଳ: ତିର୍ତ୍ତୋଲରେ ଚତୁର୍ଥ ରାଉଣ୍ଡରେ ବିଜେଡ଼ି ଆଗୁଆ

ତିର୍ତ୍ତୋଲ: ଆଜି ବାଲେଶ୍ବର ଓ ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ଫଳାଫଳ ପ୍ରକାଶ ପାଇବ। ତିର୍ତ୍ତୋଲ ଚତୁର୍ଥ ରାଉଣ୍ଡ ଗଣତି ଶେଷ ହୋଇଥିବାର ସୂଚନା ମିଳିଛି।

ତିର୍ତ୍ତୋଲ ଉପନିର୍ବାଚନର ଭୋଟ ଗଣତି ପ୍ରକ୍ରିୟା ଜାରି ରହିଛି। ତିର୍ତ୍ତୋଲରେ ଚତୁର୍ଥ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି। ଚତୁର୍ଥ ରାଉଣ୍ଡରେ ବିଜେଡ଼ି ୫୬୨୬ଖଣ୍ଡ ଭୋଟରେ ଆଗୁଆ ରହିଛି। ଚତୁର୍ଥ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୧୫୧୩୧, ବିଜେପି ୯୫୦୫, କଂଗ୍ରେସ ୧୯୩୫ ଖଣ୍ଡ ଭୋଟ ପାଇଛନ୍ତି।

Comments are closed.