Odisha Link
Bridging the Missing Links in Odisha
Daily Archives

November 10, 2020

ରାଜଧାନୀରୁ ଆଉ ୬୩ କରୋନା ପଜିଟିଭ୍…

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୬୩ ଜଣ କରୋନା ସଂକ୍ରମିତ। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୫ ଜଣ ରହିଥିବା ବେଳେ ୪୮ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଏହାସହ ୯୩ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ ଯେ,…

ଡିସେମ୍ବର ୧ରୁ କୋଣାର୍କ ଉତ୍ସବ ଆରମ୍ଭ

କୋଣାର୍କ: ଚଳିତ ବର୍ଷ ଡିସେମ୍ବର ୧ରୁ ଆରମ୍ଭ ହେବ କୋଣାର୍କ ଉତ୍ସବ। ଡେସେମ୍ବର ୧ ରୁ ଡେସେମ୍ବର ୫ ପର୍ଯ୍ୟନ୍ତ ଚାଲିବ କୋଣାର୍କ ଉତ୍ସବ। ମହାମାରୀ କରୋନାକୁ ଦୃଷ୍ଟିରେ ରଖି କୋଭିଡ କଟକଣା ମଧ୍ୟରେ ଉତ୍ସବର ଆୟୋଜନ କରାଯାଇଛି। କୋଣାର୍କ ସୂର୍ଯ୍ୟ ମନ୍ଦିର ନିକଟ ମୁକ୍ତାକାଶ ରଙ୍ଗମଞ୍ଚ ପରିସରରେ ଏହି କୋଣାର୍କ…

ନିର୍ବାଚନା ଫଳାଫଳ: ୧୫ ଓ ୧୬ତମ ରାଉଣ୍ଡରେ…

ଭୁବନେଶ୍ବର: ଆଜି ବାଲେଶ୍ବର ଓ ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଫଳା ପ୍ରକାଶ ପାଇବ। ତିର୍ତ୍ତୋଲ ଉପନିର୍ବାଚନର ଭୋଟ ଗଣତି ପ୍ରକ୍ରିୟା ଜାରି ରହିଛି।ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ଭୋଟ ଗଣତି ଜାରି ରହିଛି। ୧୬ ରାଉଣ୍ଡ ଶେଷ ସୁଦ୍ଧା ବାଲେଶ୍ୱରରେ ମାତ୍ର ୬ ହଜାର ୧୦୮ ଖଣ୍ଡ ଭୋଟରେ…

ଜେଲ୍ ଯାଇପାରନ୍ତି ଡୋନାଲ୍ଡ ଟ୍ରମ୍ପ୍ !…

ନୂଆଦିଲ୍ଲୀ: ବିପୁଳ ସମର୍ଥନ ପାଇ ଜୋ ବାଇଡେନ ଆମେରିକାର ୪୬ତମ ରାଷ୍ଟ୍ରପତି ହୋଇଛନ୍ତି। ଜୋ ବାଇଡେନ ରାଷ୍ଟ୍ରପତି ହେବା ପରେ ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଅଡୁଆ ବଢିବାରେ ଲାଗିଛି। ରାଷ୍ଟ୍ରପତି ପଦରୁ ହଟିବା କ୍ଷଣି ଟ୍ରମ୍ପ୍‌ଙ୍କୁ ଜେଲ ଯିବାକୁ ପଡିପାରେ। ସୂଚନା ମୁତାବକ, ଟ୍ରମ୍ପ୍ ରାଷ୍ଟ୍ରପତି ପଦରେ ରହି…

ବିହାର ନିର୍ବାଚନ: ଆହୁରି ବାକି ଅଛି ଅଢ଼େଇ…

ବିହାର: ଆଜି ବିହାର ବିଧାନସଭା ଆସନ ପାଇଁ ଭୋଟ ଗଣତି ଜାରି ରହିଛି। ଭୋଟ ଗଣତିର ପ୍ରାରମ୍ଭିକ ପର୍ଯ୍ୟାୟରେ ଏନଡିଏ ଆଗୁଆ ଥିବା ବେଳେ ଚୂଡ଼ାନ୍ତ ଫଳାଫଳ କଣ ହେବ ତାହା ଏବେଠାରୁ କହିବା ମୁସ୍କିଲ ହୋଇ ପଡ଼ିଛି। ଏ ପର୍ଯ୍ୟନ୍ତ ଭୋଟ ପଡ଼ିଥିବା ପ୍ରାୟ ୪ କୋଟି ୧୦ ଲକ୍ଷ ଭୋଟ ମଧ୍ୟରୁ ଏପର୍ଯ୍ୟନ୍ତ ପ୍ରାୟ ୧ କୋଟି…

ପୂର୍ବତନ କର୍ପୋରେଟର ରଞ୍ଜିତା ବିଶ୍ୱାଳ…

କଟକ: କଟକ ମହାନଗର ନିଗମର ପୂର୍ବତନ କର୍ପୋରେଟର ରଞ୍ଜିତା ବିଶ୍ୱାଳ ପୁଣି ଗିରଫ। ଜଣେ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ଅଭିଯୋଗରେ ପୁଲସ ରଞ୍ଜିତା ବିଶ୍ୱାଳଙ୍କୁ ଗିରଫ କରିଛି। ଏହି ମାମଲାରେ ରଞ୍ଜିତାଙ୍କ ସହ ଆଉ ୩ ଜଣଙ୍କୁ ଗିରଫ ହୋଇଛନ୍ତି। ପୂର୍ବରୁ ଡ଼ି-ବ୍ରଦର୍ସ ଲିଙ୍କ ଅଭିଯୋଗରେ ରଞ୍ଜିତା ଗିରଫ…

ଉପନିର୍ବାଚନ ଫଳାଫଳ ପୂର୍ବରୁ ହାର ମାନିଲା…

ଭୁବନେଶ୍ୱର: ଆଜି ବାଲେଶ୍ବର ଓ ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ଭୋଟ ଗଣତି ଜାରି ରହିଛି। ପ୍ରମୁଖ ତିନି ଦଳର ଭୋଟ ଗଣନା ଚାଲିଥିବା ବେଳେ ଦ୍ବାଦଶ ରାଉଣ୍ଡ ଶେଷ ସୁଦ୍ଧା ଦୁଇଟି ଜାକ ଆସରେ ବିଜେଡି ଆଗୁଆ ରହିଛି। ତା ପଛକୁ ରହିଛି ବେଜେପି। ହେଲେ ଏହାରି ଭିତରେ କଂଗ୍ରେସରେ ଏକ ବଡ଼ ଘୋଷଣା କରାଯାଇଛି।…

ଶୀତ ଅଧିବେଶନ ପୂର୍ବରୁ ହେବ କୋଭିଡ…

ଭୁବନେଶ୍ୱର: ଆସନ୍ତା ୨୦ରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ଶୀତ ଅଧିବେଶନ। ଶୀତ ଅଧିବେଶନ ପୂର୍ବରୁ କରୋନା ସଂକ୍ରମଣକୁ ଦୃଷ୍ଟିର ରଖି କୋଭିଡ ଟେଷ୍ଟକୁ ବାଧ୍ୟତାମୂଳକ କରାଯାଇଛି। ଏନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ସୂଚନା ଦେଇ ବାଚସ୍ପତି କହିଛନ୍ତି, ମୌସୁମୀ ଅଧିବେଶନ ଭଳି…

କରୋନା ଯୋଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ୱର: ଦୀର୍ଘ ଆଠ ମାସ ପରେ ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ କରୋନା ଯୋଦ୍ଧାଙ୍କୁ ପ୍ରଶଂସା କରିଛନ୍ତି। କରୋନା ଯୋଦ୍ଧାଙ୍କ କଠିନ ପରିଶ୍ରମ ଏବଂ ନିଷ୍ଠାପର ସେବା ପାଇଁ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଦୀର୍ଘ ୩ ମାସ ପରେ ଆଜି…

ନିର୍ବାଚନ ଫଳାଫଳ: ବାଲେଶ୍ୱର ଓ…

ଭୁବନେଶ୍ବର: ଆଜି ବାଲେଶ୍ବର ଓ ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଫଳା ପ୍ରକାଶ ପାଇବ। ତିର୍ତ୍ତୋଲ ଉପନିର୍ବାଚନର ଭୋଟ ଗଣତି ପ୍ରକ୍ରିୟା ଜାରି ରହିଛି।ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ଭୋଟ ଗଣତି ଜାରି ରହିଛି। ଉଭୟ ବାଲେଶ୍ୱର ଓ ତିର୍ତ୍ତୋଲରେ ବିଜେଡି ପ୍ରାର୍ଥୀ ସେମାନଙ୍କ ନିକଟତମ…