Odisha Link
Bridging the Missing Links in Odisha
Daily Archives

November 10, 2020

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ…

ଜମ୍ମୁ-କାଶ୍ମୀର : ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହା ସୁରକ୍ଷାକର୍ମୀଙ୍କୁ ଏକ ବଡ଼ ସଫଳତା ଦେଇଛି। ଶୋପିଆନର କୁଟପୋରା ଅଞ୍ଚଳରେ ଆତଙ୍କବାଦୀ ମାନେ ଲୁଚି ରହିଥିବା ନେଇ ଖବର ମିଳିଥିଲା। ଖବର ପାଇ ସିଆରପିଏଫର ଏକ ଦଳ, ପୁଲିସ ଉକ୍ତ ଅଞ୍ଚଳରେ ତଲାସି ଆରମ୍ଭ…

କୋଇଲା ଚୋରି ଉଦ୍ୟମ କରି ଯୁବକ ଗୁରୁତର

ଝାରସୁଗୁଡ଼ା: ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଯୁବକ ଗୁରୁତର ହୋଇଛନ୍ତି। ଯୁବକଙ୍କୁ IGH ରାଉରକେଲାରେ ଭର୍ତ୍ତି କରାଯାଇଛି। ତେବେ ଉକ୍ତ ଯୁବକ ଜଣଙ୍କ ଟ୍ରେନରୁ କୋଇଲା ଚୋରି କରିବାକୁ ଉଦ୍ୟମ କରୁଥିଲେ। ଯୁବକ ଜଣଙ୍କ ହେଲେ ମେହମୁଦ ଆଲମ । ସୂଚନା ଅନୁସାରେ, ଝାରସୁଗୁଡା ଜିଲ୍ଲାର ବେଲପାହାଡ଼…

ବିହାର ନିର୍ବାଚନ ଫଳାଫଳ: ଆଗରେ ନିତୀଶଙ୍କ…

ବିହାର: ବିହାର ବିଧାନସଭା ଆସନ ପାଇଁ ଆଜି ଭୋଟ ଗଣତି ଜାରି ରହିଛି। ବିହାର ବିଧାନସଭାର ୨୪୩ଟି ଆସନ ପାଇଁ ହୋଇଥିବା ନିର୍ବାଚନର ମତଗଣନା ଜାରି ରହିଛି। ମିଳିଥିବା ସୂଚନା ଅନୁଯାୟୀ ନୀତିଶ କୁମାରଙ୍କ ନେତୃତ୍ୱାଧୀନ ଏନଡିଏ ମେଣ୍ଟ ସରକାର ଗଠନ ଆଡକୁ ମୁହାଉଁଛି। ଆୟୋଗ ପକ୍ଷରୁ ଦିଆଯାଇଥିବା ରିପୋର୍ଟ ଅନୁଯାୟୀ,…

ଗଞ୍ଜେଇ ଗଛ କାଟିଲେ ବାଲିଗୁଡା ଏସଡ଼ିପିଓ

ବାଲିଗୁଡ଼ା: କନ୍ଧମାଳ ପୁଲିସ୍‌ ଆରମ୍ଭ କରିଛି ଗଞ୍ଜେଇ କଟା ଅଭିଯାନ। ବାଲିଗୁଡା ଏସଡ଼ିପିଓ ମାନସ ରଞ୍ଜନ ବାରିକ ବାଲିଗୁଡା ଥାନା ଅଞ୍ଚଳର ବାଦେକେତା ଇଲାକାରେ ଚାଷ ହୋଇଥିବା ୧୫୫ ଏକର ଜମିରେ ଗଞ୍ଜେଇ ଗଛ କାଟୁଥିବା ଦେଖିବାକୁ ମିଳିଛି। ଗଞ୍ଜେଇ ଗଛର ମୂଲ୍ୟ ୧ କୋଟି ୫୫ ଲକ୍ଷ ହେବ ବୋଲି ପୁଲିସ୍‌ କହିଛି।…

ନିର୍ବାଚନ ଫଳାଫଳ: ସପ୍ତମ ରାଉଣ୍ଡ ଶେଷ…

ଜଗତସିଂହପୁର: ଆଜି ବାଲେଶ୍ବର ଓ ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଫଳା ପ୍ରକାଶ ପାଇବ। ତିର୍ତ୍ତୋଲ ଉପନିର୍ବାଚନର ଭୋଟ ଗଣତି ପ୍ରକ୍ରିୟା ଜାରି ରହିଛି। ତିର୍ତ୍ତୋଲରେ ସପ୍ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି। ସପ୍ତମ ରାଉଣ୍ଡ ପରେ ବିଜେଡି ୧୦୭୩୬ଖଣ୍ଡ ଭୋଟରେ ଆଗୁଆ ରହିଛି ।…

ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ କରୋନା ମୃତ୍ୟୁ  ହାର କମିବାରେ ଲାଗିଛି। ତେବେ ରାଜ୍ୟରେ ଆଖି ବୁଜିଲେ ଆଉ ୧୩ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୫୪ରେ ପହଞ୍ଚି ଯାଇଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।…

ନିର୍ବାଚନ ଫଳାଫଳ: ଷଷ୍ଠ ରାଉଣ୍ଡ ଶେଷ…

ଭୁବନେଶ୍ବର: ଆଜି ବାଲେଶ୍ବର ଓ ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଫଳା ପ୍ରକାଶ ପାଇବ। ଉପନିର୍ବାଚନର ଭୋଟ ଗଣତି ପ୍ରକ୍ରିୟା ଜାରି ରହିଛି। ତିର୍ତ୍ତୋଲରେ ଷଷ୍ଠ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି। ଷଷ୍ଠ ରାଉଣ୍ଡ ପରେ ବିଜେଡି ୮୧୧୪ଖଣ୍ଡ ଭୋଟରେ ଆଗୁଆ ରହିଛି । ବିଜେଡି ୨୧୯୯୬,…

ନିର୍ବାଚନ ଫଳାଫଳ: ତିର୍ତ୍ତୋଲରେ ପଞ୍ଚମ…

ଜଗତସିଂହପୁର: ଆଜି ବାଲେଶ୍ବର ଓ ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଫଳା ପ୍ରକାଶ ପାଇବ। ତିର୍ତ୍ତୋଲ ଉପନିର୍ବାଚନରେ ପଞ୍ଚମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୬୪୦୦ ଭୋଟରେ ଆଗୁଆ ରହିଥିବା ଜଣାଯାଇଛି। ପଞ୍ଚମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର…

ବିହାର ନିର୍ବାଚନ ଫଳାଫଳ: ଏନଡିଏ ୧୨୫…

ବିହାର: ଆଜି ବିହାର ନିର୍ବାଚନର ଫଳାଫଳ ପ୍ରକାଶ ପାଇବ। ବିହାର ବିଧାନସଭାର ୨୪୩ଟି ଆସନ ପାଇଁ ହୋଇଥିବା ନିର୍ବାଚନର ମତଗଣନା ଜାରି ରହିଛି। ପ୍ରଥମ ପର୍ଯ୍ୟାୟରେ ମହାମେଣ୍ଟ ସରକାର ଗଢିବା ଅନୁମାନ କରାଯାଉଥିବା ବେଳେ ଏବେ ଏନଡିଏ ସରକାର ଗଠନ କରିବା ଭଳି ପରିସ୍ଥିତି ଆଡକୁ ମୁହାଉଁଥିବା ଜଣାପଡୁଛି। ମିଳିଥିବା…

ନିର୍ବାଚନ ଫଳାଫଳ: ବାଲେଶ୍ୱରରେ ଚତୁର୍ଥ…

ବାଲେଶ୍ୱର: ଆଜି ବାଲେଶ୍ବର ଓ ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଫଳାଫଳ ପ୍ରକାଶ ପାଇବ। ବାଲେଶ୍ୱରରେ ଚତୁର୍ଥ ରାଉଣ୍ଡ ଗଣତି ଶେଷ ହୋଇଥିବାର ସୂଚନା ମିଳିଛି। ଏହି ପର୍ଯ୍ୟାୟରେ ବିଜେଡି ପ୍ରାର୍ଥୀ ସ୍ବରୂପ ଦାସ ୧୧୮୫ ଭୋଟରେ ଆଗୁଆ ରହିଛନ୍ତି। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ…