Odisha Link
Bridging the Missing Links in Odisha

୧୫ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୫ ଜଣ କରୋନା ରୋଗୀଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୪୬୯ରେ ପହଞ୍ଚି ଥିବା କହିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ସୂଚନାଥାଉ କି, ଆଜି ରାଜ୍ୟରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୨୨୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବାଲେଶ୍ବରରୁ ସର୍ବାଧିକ ୪ କରୋନା ଆକ୍ରାନ୍ତ ମୃତୁ ବରଣ କରିଛନ୍ତି।

Comments are closed.