ରାଜ୍ୟରେ କରୋନା: ୯୮୬ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଧିରେ ଧିରେ କମିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୯୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୫୯୮୬ ରେ ପହଞ୍ଚିଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୨ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୪୧୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ ଦିଆଯାଇଛି।
Covid-19 Report For 11th November
New Positive Cases: 986
In Quarantine: 572
Local Contacts: 414(Details of local contacts will be shared by concerned District Administration)
District Wise Cases:
1. Angul: 64
2. Balasore: 43
3. Bargarh: 34
4. Bhadrak: 10
5. Balangir: 26— I & PR Department, Odisha (@IPR_Odisha) November 12, 2020
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୪ଜଣ, ବାଲେଶ୍ୱର ଜିଲ୍ଲାରୁ ୪୩ଜଣ, ବରଗଡ଼ ଜିଲ୍ଲାରୁ ୩୪ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୬ଜଣ, ବୌଦ୍ଧ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୮୧ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୬ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୫ଜଣ, ଜଗତସିଂହପୁର ଜିଲ୍ଲାରୁ ୫୪ଜଣ, ଯାଜପୁର ଜିଲ୍ଲାରୁ ୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୯ଜଣ, କଳାହାଣ୍ଡି ଜିଲ୍ଲାରୁ ୪୨ଜଣ, କନ୍ଧମାଳ ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୪ଜଣ, କେନ୍ଦୁଝର ଜିଲ୍ଲାରୁ ୪୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୨ଜଣ, କୋରାପୁଟ ଜିଲ୍ଲାରୁ ୧୪ଜଣ, ମାଲକାନଗିରି ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୫ଜଣ, ନୟାଗଡ଼ ଜିଲ୍ଲାରୁ ୧୦ଜଣ, ନୂଆପଡା ଜିଲ୍ଲାରୁ ୩୮ଜଣ, ପୁରୀ ଜିଲ୍ଲାରୁ ୩୨ଜଣ, ରାୟଗଡ଼ା ଜିଲ୍ଲାରୁ ୧୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁରନ୍ଦରଗଡ଼ ଜିଲ୍ଲାରୁ ୮୦ଜଣ, ଷ୍ଟେଟ୍ ପୁଲ୍ରୁ ୨୩ଜଣ ରହିଛନ୍ତି।
Comments are closed.