Odisha Link
Bridging the Missing Links in Odisha
Daily Archives

November 13, 2020

ମୁନ୍ନା ଲାଡ଼େନ ଗିରଫ

କଟକ: କଟକ କମିଶନରେଟ ପୁଲିସକୁ ମିଳିଛି ବଡ଼ ସଫଳତା। ଦୁର୍ଦ୍ଦାନ୍ତ ଅପରାଧୀ ମୁନ୍ନା ଲାଦେନ ଗିରଫ ହୋଇଛି। ମୁନ୍ନା ନାଁରେ କଟକର ବିଭିନ୍ନ ଥାନାରେ ଏକାଧିକ ଅପରାଧିକ ମାମଲା ରହିଛି। ତା’ଠାରୁ ଗୋଟିଏ ୯ ଏମଏମ୍ ପିସ୍ତଲ ଓ ୬ଟି ଜୀବନ୍ତ ଗୁଳି ଜବତ କରିଛି ଦରଘାବଜାର ଥାନା ପୁଲିସ୍। ପ୍ରକାଶ ଯେ, ଗତକାଲି କିଛି…

କରୋନା: ରାଜ୍ୟରେ ସୁସ୍ଥ ହେଲେ ୧୫୦୪ ଜଣ…

ଭୁବନେଶ୍ୱର: ଦୀର୍ଘ ଆଠ ମାସ ପରେ ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମଣ। ଆଜି ରାଜ୍ୟରେ କରୋନାରୁ ୧୫୦୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୫ ହଜାର ୨୪୫କୁୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

ଅଭିନେତ୍ରୀ ରାଣୀ ପଣ୍ଡାଙ୍କ ନାଁରେ ଏତଲା

ବାଲେଶ୍ଵର: ଅଭିନେତ୍ରୀ ରାଣୀ ପଣ୍ଡାଙ୍କ ବିରୁଦ୍ଧରେ ଥାନାରେ ମାମଲା ରୁଜୁ ହୋଇଛି । ଏନେଇ ଅଭିଯୋଗ ଦାୟର କରିଛନ୍ତି ଯାତ୍ରା କଳାକାର ବାପି ପଣ୍ଡା। ବାଲେଶ୍ଵର ଏସଡିଜେମ୍ କୋର୍ଟରେ କେଶ୍ ଫାଇଲ କରିବା ପରେ, ମାନ୍ୟବର କୋର୍ଟ ଏହାର ତତନ୍ତ ପାଇଁ ବାଲେଶ୍ବର ଟାଉନ ଥାନାକୁ ନିର୍ଦ୍ଦେଶ ଦେଇଛନ୍ତି। ସୋସିଆଲ…

କୃଷକ ଓଡ଼ିଶା ଓ ବିଭିନ୍ନ ଅନ୍‌ଲାଇନ ସେବାର…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫ଟି କାର୍ଯ୍ୟକ୍ରମ ଅଧୀନରେ କୃଷକ, କୃଷି କର୍ମଚାରୀ ମାନଙ୍କ ପାଇଁ କୃଷକ ଡାଟାବେସ୍‌, କୃଷିସାମଗ୍ରୀ ବିକ୍ରେତାମାନଙ୍କ ପାଇଁ ଅନ୍‌ଲାଇନ ଲାଇସେନ୍‌ସ ପ୍ରଦାନ, ଦକ୍ଷ କର୍ମଚାରୀ ମାନଙ୍କ ପାଇଁ ପ୍ରୋତ୍ସାହନ କାର୍ଯ୍ୟକ୍ରମ ଆଦି ବିଭିନ୍ନ ଅନ୍‌ଲାଇନ…

କାଲି ଅପରାହ୍ନରେ ‘ମୋ ବସ୍’ ବନ୍ଦ

ଭୁବନେଶ୍ବର: ଦୀପାବଳି ପର୍ବକୁ ଦୃଷ୍ଟିରେ ରଖି ଆସନ୍ତାକାଲି ‘ମୋ ବସ୍’ ଚଳାଚଳ ଉପରେ କଟକଣା ଲଗାଯାଇଛି। ଆସନ୍ତାକାଲି ୧୫ଟି ରୁଟରେ ଅପରାହ୍ନ ୨ଟା ପର୍ୟ୍ୟନ୍ତ ‘ମୋ ବସ୍’ ଚାଲିବ। ତେବେ ଅପରାହ୍ନ ୨ ପରଠାରୁ ରାତି ଯାଏ ‘ମୋ ବସ’ ଯାତାୟତ କରିବ ନାହିଁ ବୋଲି ରାଜ୍ୟ ସରକାର ନିର୍ଦେଶ ଜାରି କରିଛନ୍ତି।…

ରାଜ୍ୟରେ ପ୍ରତିଷ୍ଠା ହେବ ୪ଟି ବାଣିଜ୍ୟିକ…

ଭୁବନେଶ୍ୱର: ରାଜ୍ୟରେ ୪ ଗୋଟି ବାଣିଜ୍ୟିକ କୋର୍ଟ ପ୍ରତିଷ୍ଠା କରାଯିବ। ବାଣିଜ୍ୟିକ ମାମଲାଗୁଡିକର ବିଚାର ନିମନ୍ତେ ଏ ଭଳି କୋର୍ଟ ପ୍ରତିଷ୍ଠା କରାଯାଉଛି। ଓଡିଶା ସିଭିଲକୋର୍ଟ ଅଧିନିୟମ ୧୯୮୪ର ଧାରା ୩ ଏବଂ ଧାରା ୯ ର ଉପଧାରା (୧)ର କ୍ଷମତାର ପ୍ରୟୋଗ କରାଯାଇଛି। ଧାରା ୧୦ ଓ ବାଣିଜ୍ୟିକ କୋର୍ଟ ଅଧିନିୟମ…

QRSAM ସଫଳ ପରୀକ୍ଷଣ

ବାଲେଶ୍ୱର: ଚାନ୍ଦିପରୁ କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ ନମ୍ବର ଲଞ୍ଚପ୍ୟାଡ଼ରୁ QRSAMର ସଫଳ ପରୀକ୍ଷଣ ହୋଇଛି। ଆଜି ଅପରାହ୍ନରେ ଏହି ପରୀକ୍ଷା କରାଯାଇଛି । ଖଞ୍ଜା ଯାଇଥିବା ରାଡ଼ାର ସିଷ୍ଟମରୁ ମିଳିଥିବା ତଥ୍ୟକୁ ବୈଜ୍ଞାନିକମାନେ ସମୀକ୍ଷା କରୁଛନ୍ତି । ସମ୍ପୂର୍ଣ୍ଣ ସ୍ୱଦେଶୀ ଜ୍ଞାନକୌଶଳରେ…

ପ୍ରଧାନମନ୍ତ୍ରୀ ସବୁବେଳେ ଓଡ଼ିଆଙ୍କ…

ଭୁବନେଶ୍ୱର: ପ୍ରାକୃତିକ ବିପର୍ଯ୍ୟୟ ତଥା ଅମ୍ଫନ ବାତ୍ୟା ଦ୍ୱାରା ପ୍ରଭାବିତ ଓଡ଼ିଶାକୁ ପୂର୍ବରୁ ତତ୍କଳୀନ ୫୦୦ କୋଟି ଏବଂ ପୁଣି ଅତିରିକ୍ତ ୧୨୮.୨୩ କୋଟି ଟଙ୍କାରକେନ୍ଦ୍ରୀୟ ସହାୟତା ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହାଙ୍କୁ ଧନ୍ୟବାଦ ଜଣାଇଛନ୍ତି…

କେନ୍ଦୁପତ୍ର ତୋଳାଳି ଓ ଶ୍ରମିକଙ୍କୁ ଶତ…

ଭୁବନେଶ୍ୱର: ଦେଶର ଅନ୍ୟାନ୍ୟ ରାଜ୍ୟରେ କେନ୍ଦୁପତ୍ରରୁ ସଂଗୃହିତ ଲାଭାଂଶର ଶତ ପ୍ରତିଶତ ଲାଭାଂଶକୁ କେନ୍ଦୁପତ୍ର ତୋଳାଳି ଓ ଶ୍ରମିକମାନଙ୍କ ଭିତରେ ବାଣ୍ଟି ଦେଉଥିବାବେଳେ ଓଡିଶା ସରକାର ଲାଭାଂଶର ମାତ୍ର ୨୫ ଭାଗ ବୋନସ ଦେଉଛନ୍ତି। ଏହା ଦ୍ୱାରା କେନ୍ଦୁପତ୍ର ତୋଳାଳି ଅନେକ କ୍ଷତି ସହୁଛି। ରାଜ୍ୟରେ ଥିବା…

ଟଳିଲେ ୮ ପାକିସ୍ତାନୀ ଯବାନ

ଶ୍ରୀନଗର: ଆଜି ଜାମ୍ମୁ କାଶ୍ମୀରର ଟାଙ୍ଗର ସେକ୍ଟରରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଜାମ୍ମୁ କାଶ୍ମୀରର ଅନେକ ସ୍ଥାନରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପୁଞ୍ଚ ଜିଲ୍ଲାରେ ପାକିସ୍ତାନ ପକ୍ଷରୁ ଗୁଳି ବିନିମୟରେ ବିଏସଏଫ ସବ-ଇନ୍ସପେକ୍ଟର ରାକେଶ ଡୋଭାଲ ସହୀଦ ହୋଇଛନ୍ତି। ଆଜି ଦିନ…