Odisha Link
Bridging the Missing Links in Odisha

ଘରୁ ମା’ ଝିଅଙ୍କ ମୃତ ଦେହ ଉଦ୍ଧାର

ରାୟଗଡ଼ା: ରାୟଗଡା ଜିଲ୍ଲା ରାୟଗଡ଼ା ଜିଲ୍ଲା ପଦ୍ମପୁର ଥାନା ସାଇନଗରରେ ମା’ ଝିଅଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଦୁଇ ଜଣଙ୍କ ମୃତଦେହ ଘର ଭିତରୁ ଉଦ୍ଧାର କରାଯାଇଛି ।

ଉଭୟଙ୍କ ମୃତ୍ୟୁର କାରଣ ଜଣା ପଡ଼ି ନାହିଁ। ତେବେ ପାଣି ଗରମ କରୁଥିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଦୁହିଁଙ୍କର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି।

Comments are closed.