Odisha Link
Bridging the Missing Links in Odisha

ରାଜଧାନୀରୁ ୨୫ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ

ଭୁବନେଶ୍ୱର: ରାଜଧାନୀରୁ ୨୫ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ। ଭୁବନେଶ୍ୱରର ଖଣ୍ଡଗିରି ସ୍ଥିତ କଳିଙ୍ଗନଗର ଅଞ୍ଚଳରୁ ପୁଲିସ୍ ୨୨୫ ଗ୍ରାମ ବ୍ରାଉନ୍‌ସୁଗାର ଜବତ କରିଛି। ଜବତ ବ୍ରାଉନ୍‌ସୁଗାରର ମୂଲ୍ୟ ପ୍ରାୟ ୨୫ ଲକ୍ଷ ଟଙ୍କା ହେବ ବେଲି ଆକଳନ କରାଯାଇଛି।

ଏହି ମାମଲାରେ ପୋଲିସ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କ ନାଁ ମୁନା ସେଠୀ। ତାଙ୍କ ଘର ନୟାଗଡ଼ ଜିଲ୍ଲା ଦଶପଲ୍ଲା ବୋଲି ଜଣାପଡ଼ିଛି। ଅଭିଯୁକ୍ତଙ୍କ ନିକଟରୁ ଏକ ଦାମୀ କାର ସହିତ ଗୋଟିଏ ବନ୍ଧୁକ ଜବତ କରାଯାଇଛି।

Comments are closed.