Odisha Link
Bridging the Missing Links in Odisha

ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର: ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ନୂଆ ଦାୟିତ୍ୱ। ରାଜ୍ୟଗୋଷ୍ଠୀ ରାଷ୍ଟ୍ରସମୂହ ମହିଳା ସଞ୍ଚାଳନ ସମିତିରେ ଭାରତ ତରଫରୁ ପ୍ରତିନିଧିତ୍ୱ କରିବେ ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ।

ଆଗାମୀ ୩ ବର୍ଷ ପାଇଁ ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ଏହି ଦାୟିତ୍ୱ ପ୍ରଦାନ କରାଯାଇଛି। ଲୋକସଭା ବାଚସ୍ପତିଙ୍କ ଅନୁମୋଦନରେ ଅପରାଜିତାଙ୍କୁ ଏହି ନୂଆ ଦାୟିତ୍ୱ ମିଳିଛି।

Comments are closed.