Odisha Link
Bridging the Missing Links in Odisha

ରାଜଧାନୀରେ କରୋନା: ୪୬ କରୋନା ଆକ୍ରାନ୍ତ ଚିହ୍ନ

ଭୁବନେଶ୍ବର: ଆଜି ରାଜଧାନୀରୁ ଗତ ୨୪ ଘଣ୍ଟାରେ ୪୬ କରୋନା ଆକ୍ରାନ୍ତ ଚିହ୍ନ ହୋଇଛନ୍ତି। ପଜିଟିଭଙ୍କ ମଧ୍ୟରୁ ୨୭ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୧୯ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହା ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ବର୍ତ୍ତମାନ ସୁଦ୍ଧା ରାଜଧାନୀ ଭୁବନେଶ୍ବରରୁ ୩୦,୩୩୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୯୪୭୯ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୧ ଜଣଙ୍କର କରୋନା କାରଣରୁ ପ୍ରାଣହାନୀ ହୋଇଛି। ସେହିପରି ଭୁବନେଶ୍ବରରୁ ବର୍ତ୍ତମାନ ୬୨୯ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Comments are closed.