Odisha Link
Bridging the Missing Links in Odisha

ରାଜ୍ୟରେ ଆଉ ୧୭ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୧୭ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୯୨ରେ ପହଞ୍ଚି ଯାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Comments are closed.