Odisha Link
Bridging the Missing Links in Odisha
Daily Archives

November 20, 2020

କଂଗ୍ରେସ ଦଳ ବିଛିନ୍ନତାବାଦୀଙ୍କୁ…

ଭୂବନେଶ୍ୱର: ଧାରା ୩୭୦ ଏବଂ ୩୫(କ) ଭାରତୀୟ ସମ୍ବିଧାନର ଅସ୍ଥାୟୀ ଅଙ୍ଗ ଥିଲା। ଉଭୟ ଲୋକସଭା ଏବଂ ରାଜ୍ୟସଭାରେ ବିସ୍ତୃତ ଆଲୋଚନା କରାଯାଇ ଗତ ବର୍ଷ ଅଗଷ୍ଟ ୫ ତାରିଖ ଦିନ ଏହି ଦୁଇଟି ଧାରାକୁ ଉଚ୍ଛେଦ କରାଗଲା। ଏହା ଦ୍ୱାରା ଜାମ୍ମୁ ଓ କାଶ୍ମୀର ଏବଂ ଲଦ୍ଦାଖ ପୃଥକ ଭାବେ କେନ୍ଦ୍ରଶାସିତ ରାଜ୍ୟର ମାନ୍ୟତା…

କରୋନା: ରାଜ୍ୟରେ ସୁସ୍ଥ ହେଲେ ୧୧୦୧…

ଭୁବନେଶ୍ଵର: ଦୀର୍ଘ ଆଠ ପରେ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ଆଜି ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧୦୧ ରୋଗୀ ଆରୋଗ୍ୟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ସୁସ୍ଥ ସଂଖ୍ୟା ୩,୦୩,୮୯୭ରେ ପହଞ୍ଚିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ଵିଟ୍ ଯୋଗେ ଶୁକ୍ରବାର ଏହାର ସୂଚନା…

ଗୀତ ଗାଇଲେ ବିଧାୟକ ସୁର ରାଉତରାୟ

ଭୁବନେଶ୍ଵର: ପ୍ରଥମ ଥର ପାଇଁ ଗୀତ ଗାଇଲେ ବିଧାୟକ ସୁର ରାଉତରାୟ। ତାହା ପୁଣି ରାପ୍| ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ ଜାପାନୀ ଭାଇଙ୍କ ସଙ୍ଗୀତ ନିର୍ଦେଶନାରେ ଆଜି କଟକର ମିଲନ ଷ୍ଟୁଡ଼ିଓରେ ଏହି ଗୀତ ରେକର୍ଡ କରାଯାଇଛି। ନିଜର ବେଫିକର ଅନ୍ଦାଜ, ବିତର୍କିତ ବୟାନବାଜି, ନିଜସ୍ୱ ନିଆରା ଶୈଳୀ ସାଙ୍ଗକୁ…

ଗୀତିକାର ସୁବ୍ରତ ସ୍ବାଇଁଙ୍କ ପୁସ୍ତକ…

ଭୁବନେଶ୍ବର: ଭଲ ଗୀତ ଖରାପ ଗୀତ ବୋଲି କିଛି ନ ଥାଏ। ମଣିଷ ମନକୁ ଛୁଇଁଥିବା ପ୍ରତ୍ୟେକ ସଂଗୀତ ଗ୍ରହଣୀୟ। ମଣିଷ ଯେତେ ଦୁଃଖ ବା ଖୁସିରେ ଥାଉ, ଏମିତି ଜଣେ ନ ଥିବ ଯେ ଗୀତ ଶୁଣିବାକୁ ବା ଏକାନ୍ତରେ ଗୁଣୁଗୁଣେଇବାକୁ ଭଲ ପାଉ ନ ଥିବ। ଗୀତିକାର ଶ୍ରୀ ସ୍ବାଇଁ ଶ୍ରୋତା ମହଲରେ ଯେମିତି ପ୍ରସିଦ୍ଧି ପାଇଛନ୍ତି…

ହାଜତ ମୃତ୍ୟୁ ଓଡିଶା ପୋଲିସର ଅମାନବୀୟତା…

ଭୂବନେଶ୍ୱର : ଗତ କାଲି ପୁରୀରେ କେ. ରମେଶ୍ ୩୦ବର୍ଷ ବୟସର ଜଣେ ଯୁବକର ପୋଲିସ ହେପାଜତରେ ମୃତ୍ୟୁ ହୋଇଛି । ତାହାପରେ ତାଙ୍କୁ ଅମାନବୀୟ ଭାବରେ ତାଙ୍କ ଘର ଲୋକଙ୍କୁ ନଜଣାଇ ପୋଲିସ୍ ସ୍ୱର୍ଗଦ୍ୱାରଠାରେ ଶବ ଦାହ କରିଦେବା ଅତ୍ୟନ୍ତ ଅମାନବୀୟ । ଏପରିକି ପୋଲିସ୍ ତାଙ୍କ ଘର ଲୋକଙ୍କୁ ଉଠାଇ ନେଇ କେଉଁଠି କେଉଁ…

ମୁଣ୍ଡରେ ହେଲମେଟ୍ ପିନ୍ଧି ଶେଷକୃତ୍ୟ…

ଜୟପୁର: ନିଜ ଜୀବନକୁ ବଂଚାଇବାକୁ ଯାଇ ଶ୍ମଶାନରେ ଶବକୁ ଛାଡି ଏଣେ ତେଣେ ଧାଇଁଥିଲେ ଲୋକେ। ସେଠାରେ ଅଚାନକ ମହୁମାଛି ଆସି ଆକ୍ରମଣ କରିବାରୁ ଏହି ଘଟଣାଟି ଘଟିଥିଲା। ମହୁମାଛି ଆକ୍ରମଣରେ ୩୦ରୁ ଉର୍ଦ୍ଧ୍ବ ଲୋକ ଗୁରୁତର ଆହତ ହୋଇଥିଲେ। ପରେ ପରିବାରର ଅଳ୍ପ ସଦସ୍ୟ ଏଥିରେ ଭାଗ ନେଇ ମୁଣ୍ଡରେ ହେଲମେଟ ଓ…

ରାଜ୍ୟର ୮ଟି ଜିଲ୍ଲାରେ ଅଏଲ ଇଣ୍ଡିଆ…

ଭୁବନେଶ୍ୱର: ନୂଆଦିଲ୍ଲୀରୁ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ପୁରୀ ଜିଲ୍ଲା କାକଟପୁର ସ୍ଥିତ ମହାନଦୀ ଅବବାହିକା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଓପନ ଏକ୍ରେଜ୍ ଲାଇସେନ୍ସିଂ ପଲିସି(ଓଏଏଲପି)ଅଧୀନରେ ତୈଳ ଓ ଗ୍ୟାସର ସନ୍ଧାନ ପାଇଁ ରାଜ୍ୟର ୫ଟି ବ୍ଲକ ଅର୍ଥାତ୍…

ଏଥର ରାଧାପାଦ ଦର୍ଶନ ମନା

ଭୁବନେଶ୍ବର: କୋଭିଡ୍‌ କଟକଣାକୁ ଦୃଷ୍ଟିିରେ ରଖି ଚଳିତବର୍ଷ ଅଁଳା ନବମୀରେ ସାକ୍ଷୀଗୋପାଳ ମନ୍ଦିରରେ ଶ୍ରଦ୍ଧାଳୁଙ୍କୁ ରାଧାପାଦ ଦର୍ଶନ ପାଇଁ ମନା କରାଯାଇଛି। ମନ୍ଦିର ବନ୍ଦ ଥିବାରୁ ଦର୍ଶନ ବନ୍ଦ ନେଇ ପୁରୀ ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି। ଆସନ୍ତା ୨୩ ତାରିଖରେ ପଡ଼ୁଛି ପବିତ୍ର ଅଁଳା ନବମୀ।…

ଜଙ୍ଗଲ ରାଜ୍‌ ଚାଲିଛି: ନରସିଂହ

ଭୁବନେଶ୍ବର: ହାଜତ ମୃତ୍ୟୁ ଅଭିଯୋଗ ପ୍ରସଙ୍ଗରେ ନରସିଂହ ମିଶ୍ରଙ୍କ ପ୍ରତିକ୍ରିୟା ପ୍ରକାଶ ପାଇଛି। ଏନେଇ ନରସିଂହ କହିଛନ୍ତି ଯେ, ରାଜ୍ୟରେ ଆଇନ ବ୍ୟବସ୍ଥା ଭୂଶୁଡ଼ି ପଡ଼ିଛି। ଜଙ୍ଗଲ ରାଜ୍‌ ଶାସନ ଚାଲିଛି। ମୁଖ୍ୟମନ୍ତ୍ରୀ ବିଧାନସଭାରେ କି ଭିଡିଓ ପନଫରେନସିଂରେ ଉତ୍ତର ରଖିଲେ ନାହିଁ। ଦୁଇଟି ଜାଗାରେ…

ସୁନ୍ଦରଗଡ଼ ଜିଲ୍ଲା ଖୁଂଟଗାଁରେ ହେବ ‘ଟସର…

ସୁନ୍ଦରଗଡ଼: ସୁନ୍ଦରଗଡ ଜିଲ୍ଲା଼ରୁ ଉତ୍ପାଦିତ ହେଉଛି ରାଜ୍ୟର ୧ ନମ୍ବର ଟସର ଖୋସା । ତେବେ ଖୋସାରୁ ସୂତା ବହାର କରି ସେଥିରୁ ମୂଲ୍ୟଯୁକ୍ତ ସାମଗ୍ରୀ ପ୍ରସ୍ତୁତ ହୋଇପାରିଲେ ଜାତୀୟ ଓ ଅନ୍ତର୍ଜାତୀୟ ବଜାରରେ ‘ସୁନ୍ଦରଗଡ଼ ଟସର’ ଏକ ନୂଆ ପରିଚୟ ପାଇପାରିବ । ଲହୁଣିପଡ଼ା ବ୍ଲକର ଖୁଣ୍ଟଗାଁଠାରେ ହେବାକୁ ଥିବା ଟସର…