Odisha Link
Bridging the Missing Links in Odisha

ରାଜଧାନୀରୁ ୪୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଆଜି ରାଜଧାନୀରୁ ଗତ ୨୪ ଘଣ୍ଟାରେ ୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପଜିଟିଭଙ୍କ ମଧ୍ୟରୁ ୯ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ୩୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହା ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

Comments are closed.