Odisha Link
Bridging the Missing Links in Odisha
Daily Archives

November 21, 2020

ଥାନାରେ ଅଭିଯୁକ୍ତଙ୍କୁ ମାଡ଼ ଘଟଣା, ତଦନ୍ତ…

ଭୁବନେଶ୍ୱର: ପୁରୀ ଜିଲ୍ଲା ପିପିଲି ଥାନାରେ ୬ ଜଣ ଅଭିଯୁକ୍ତଙ୍କୁ ନିର୍ଦ୍ଦୟ ଭାବେ ମାଡ଼ ମରାଯାଇଥିବା ଘଟଣାର ତଦନ୍ତ କରାଯିବ। କଟକସ୍ଥିତ ସେଣ୍ଟ୍ରାଲ ରେଞ୍ଜ ଡିଆଇଜିଙ୍କ ଦ୍ୱାରା ଘଟଣାର ତଦନ୍ତ କରାଯିବ ବୋଲି ରାଜ୍ୟ ପୁଲିସ ପକ୍ଷରୁ ଜାରି ହୋଇଥିବା ଏକ ପ୍ରେସ୍ ବିଜ୍ଞପ୍ତି ଜରିଆରେ କୁହଯାଉଛି। ଆଜି ଏହି…

ରାଜ୍ୟରେ କରୋନା: ୧୦୧୧ ସଂକ୍ରମିତ ସୁସ୍ଥ

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦୧୧ ରୋଗୀ ଆରୋଗ୍ୟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ସୁସ୍ଥ ସଂଖ୍ୟା ୩,୦୪,୯୦୮ରେ ପହଞ୍ଚିଛି। ଏନେଇ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ଆଜି ଅନୁଗୁଳ ଜିଲ୍ଲାରୁ ସର୍ବାଧିକ…

ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀଙ୍କୁ…

ଭୁବନେଶ୍ବର: ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗର ବିକାଶ ପାଇଁ ସରକାର ପ୍ରତିଶୃତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଏହି କ୍ଷେତ୍ରର ଉଦ୍ୟୋଗୀମାନଙ୍କ ସୁବିଧା ପାଇଁ ୫-ଟି କାର୍ଯ୍ୟକ୍ରମରେ ଅନ୍‌ଲାଇନ ଜରିଆରେ ୧୧ ପ୍ରକାର ସେବା ଆଜି ଲୋକାର୍ପଣ କରିବା ଅବସରରେ ମୁଖ୍ୟମନ୍ତ୍ରୀ…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଶନିବାର ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ଏବଂ ପାରାଦୀପ ବନ୍ଦରର ଅଧ୍ୟକ୍ଷଙ୍କ ସହ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଓଡ଼ିଶାରେ ୫୭ ହଜାର ୩୭୯ କୋଟି ବ୍ୟୟରେ କାର୍ଯ୍ୟକାରୀ ହେଉଥିବା ୪୬ଟି ସାଗରମାଳା…

ଶିକ୍ଷା ଓ ନୂତନ ଚିନ୍ତାଧାରା ହିଁ ଏକ…

ଭୁବନେଶ୍ୱର: କିଟ୍‍ ବିଶ୍ବବିଦ୍ୟାଳୟର ୧୬ତମ ସମାବର୍ତ୍ତନ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। କରୋନା ମହାମାରୀ ଦୃଷ୍ଟିରୁ ସମାବର୍ତ୍ତନ ଉତ୍ସବ ଭର୍ଚୁଆଲ୍‍ ମୋଡ୍‍‌ରେ ଅନୁଷ୍ଠିତ ହୋଇଥିଲା। ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇ ନୋବେଲ୍‍ ଶାନ୍ତି ପୁରସ୍କାର ବିଜେତା ତଥା ବାଂଲାଦେଶ ଗ୍ରାମୀଣ…

ଡ୍ରଗ୍ସ ଲିଙ୍କ୍: ହାସ୍ୟ ଅଭିନେତ୍ରୀ…

ମୁମ୍ବାଇ: ଲୋକପ୍ରିୟ ହାସ୍ୟ ଅଭିନେତ୍ରୀ ଭାରତୀ ସିଂ ଗିରଫ। ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ଡ୍ରଗ୍ସ ଲିଙ୍କ୍‌ ଅଭିଯୋଗରେ ଭାରତୀ ସିଂ ଙ୍କୁ ଗିରଫ କରିଛି। ଭାରତୀ ଓ ତାଙ୍କ ସ୍ବାମୀ ହର୍ଷ ଲିମ୍ବାଚିୟା ରହୁଥିବା ମୁମ୍ବାଇ ସ୍ଥିତ ବାସଭବନରେ ଆଜି ସକାଳେ ଏନସିବି ଚଢଉ କରିବା ପରେ ତାଙ୍କ ଘରୁ ୮୬.୫ ଗ୍ରାମର…

ଡା. ହରେକୃଷ୍ଣ ମହତାବ ସଫଳ ବ୍ୟକ୍ତିତ୍ୱ ଓ…

ନୂଆଦିଲ୍ଲୀ: ନବଉତ୍କଳର ନିର୍ମାତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଉତ୍କଳ କେଶରୀ ଡା.ହରେକୃଷ୍ଣ ମହତାବଙ୍କ ବିଚାରଧାରା ଏବଂ ବ୍ୟକ୍ତିତ୍ୱ ଆଜିର ସମୟରେ ମଧ୍ୟ ପ୍ରାସଙ୍ଗିକ ହୋଇଛି। ସେ ଜଣେ ଜଣେ ସଫଳ ବ୍ୟକ୍ତିତ୍ୱ ଓ ରାଷ୍ଟ୍ରବାଦୀ ବିଚାରଧାରାର ପୃଷ୍ଠପୋଷକ ଥିଲେ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ…

ସୋଆ ସାଧାରଣତନ୍ତ୍ର ଦିବସ ପ୍ୟାରେଡ…

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)ରେ ରବିବାର ଠାରୁ ଆରମ୍ଭ ହେବ ୧୦ ଦିନିଆ ସାଧାରଣତନ୍ତ୍ର ଦିବସ ପୂର୍ବବର୍ତୀ ପ୍ୟାରେଡ କ୍ୟାମ୍ପ। ଏହି କ୍ୟାମ୍ପରେ ପୂର୍ବାଞ୍ଚଳ ଏବଂ ଉତର ପୂର୍ବାଞ୍ଚଳ ରାଜ୍ୟରୁ ୨୦୦ ଜଣ ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀ ଯୋଗ ଦେବେ। କେନ୍ଦ୍ର ସରକାର,…

ପୋଖରୀ ଭିତରକୁ ଖସିଲା ବସ୍

ସାନଖେମୁଣ୍ଡି: ଭାରସାମ୍ୟ ହରାଇ ଖସିଲା ମିନିବସ। ଗଞ୍ଜାମ ଜିଲ୍ଲା ଆସିକା କୋଟୀନାଡ ନୁଆଁପଲି ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ରାସ୍ତା ପାର୍ଶ୍ବରେ ଥିବା ପୋଖରୀ ଭିତରକୁ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ମିନିବସ ଖସିଛି। ଏହି ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତିଲେ ମିନିବସରେ ଥିବା ଯାତ୍ରୀ। ଘଟଣା…

ବିଧାନସଭା: ଆସନ୍ତାକାଲି ଯାଏଁ ଗୃହ…

ଭୁବନେଶ୍ୱର: ଆସନ୍ତାକାଲି ଯାଏଁ ଗୃହ ମୁଲତବୀ ରଖିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। କାଲି ସ୍କୁଲ ବନ୍ଦ ସମ୍ପର୍କିତ ପ୍ରସ୍ତାବ ଆଣିବେ ସରକାରୀ ଦଳ ମୁଖ୍ୟ ସଚେତକ। ଏହି ପ୍ରସ୍ତାବ ଉପରେ ଗୃହରେ ବିସ୍ତୃତ ଭାବେ ଆଲାଚନା ହେବ। ଏହା ସହ ଏନେଇ ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ହେବ ବୋଲି ବାଚସ୍ପତି…