Odisha Link
Bridging the Missing Links in Odisha

ରାଜ୍ୟରେ ଆଖି ବୁଜିଲେ ଆଉ ୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬୪୦ରେ ପହଞ୍ଚିଛି। ଏହା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Comments are closed.