Odisha Link
Bridging the Missing Links in Odisha

ରାଜ୍ୟରେ ୯୦୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର: ରାଜ୍ୟରେ ଆଜି ୯୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାସହିତ ଆଜି ସୁଦ୍ଧା ରାଜ୍ୟରେ ମୋଟ ୩୦୫୮୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

 

Comments are closed.