Odisha Link
Bridging the Missing Links in Odisha

ସାକ୍ଷୀଗୋପାଳ ମନ୍ଦିରରେ ଲାଗୁ ହେବ ୧୪୪ ଧାରା

ପୁରୀ : ସାକ୍ଷୀଗୋପାଳ ମନ୍ଦିର ପରିସରରେ ଆଜି ମଧ୍ୟରାତ୍ରରୁ ଲାଗୁ ହେବ ୧୪୪ ଧାରା । ଆସନ୍ତକାଲି ପବିତ୍ର ଅଁଳା ନବମୀ ଥିବାରୁ ଏହି ୧୪୪ ଧାରା ଲାଗୁ କରାଯାଇଛି। ଚନ୍ଦନପୋଖରୀ ଠାରୁ ସିଦ୍ଧବକୁଳ ପର୍ଯ୍ୟନ୍ତ ଲାଗୁ ହେବ କଟକଣା।

ମନ୍ଦିର ଚାରିପାଖ ୨୦୦ ମିଟର ଯାଏଁ ମଧ୍ୟ ଏହା ଲାଗୁ କରାଯିବ। କରୋନା କାରଣରୁ ସଂକ୍ରମଣ ବଢ଼ିବା ପାଇଁ ପ୍ରଶାସନ ପକ୍ଷରୁ ଏଭଳି କଟକଣା ଜାରି କରାଯାଇଛି। ଏହାସହ ୨୫ ତାରିଖ ବଡ଼ ଏକାଦଶୀ ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବ ବୋଲି ବୋଲି ସୂଚନା ମିଳିଛି।

Comments are closed.