Odisha Link
Bridging the Missing Links in Odisha

ଓଡ଼ିଶା ଆସିବେ ଜେପି ନଡ୍ଡା

ଭୁବନେଶ୍ୱର: ଓଡ଼ିଶା ଆସିପାରନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଜାନୁଆରୀ କିମ୍ବା ଫେବୃୟାରୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଓଡ଼ିଶା ଆସିପାରନ୍ତି ବୋଲି ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।

ଜେପି ନଡ୍ଡା ଓଡ଼ିଶା ଆସିଲେ ସଙ୍ଗଠନ, ମିଶନ-୧୨୦, ଡବଲ ଇଞ୍ଜିନ ନେଇ ଆଲୋଚନା ହୋଇପାରେ। ଏହାସହ ରାଜ୍ୟରେ ବିଜେପିର ସ୍ଥିତି ସୁଦୃଢ ପାଇଁ ଆଲୋଚନା ସହ ବିଜେପିର ବରିଷ୍ଠ ପଦାଧିକାରୀଙ୍କ ସହ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ସମୀକ୍ଷା କରିପାରନ୍ତି ବୋଲି ସୂଚନା ମିଳିଛି।

Comments are closed.