Odisha Link
Bridging the Missing Links in Odisha
Daily Archives

November 24, 2020

କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସା…

ଭୁବନେଶ୍ୱର: ଚଳିତ ବର୍ଷ କରୋନା ମହାମାରୀ ପାଇଁ ଡଙ୍ଗା ଭସାଇବା ଉପରେ କଟକଣା। କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସା ଉପରେ କଟକଣା ଜାରି କରିଛନ୍ତି ରାଜ୍ୟ ସରକାର। କଟକଣା ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ନିର୍ଦ୍ଦେଶାନାମା ଜାରି କରିଛନ୍ତି। ଗାଇଡ୍‌ଲାଇନ୍ ଅନୁସାରେ ୩୦ ତାରିଖ ପୂର୍ଣ୍ଣିମା ଦିନ ନଦୀ…

ରାଜ୍ୟରେ କରୋନା: ଆଉ ୬୪୮ ଆକ୍ରାନ୍ତ…

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି।ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୬୪୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୩,୦୭,୩୭୪ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ରୁଷର ଦାବି ସ୍ପୁଟନିକ୍ ଭି’ ୯୫% ସଫଳ

ମୋସ୍କୋ: ରୁଷର କରୋନା ଟିକା ‘ସ୍ପୁଟନିକ୍ ଭି’ ୯୫% ସଫଳ। ‘ସ୍ପୁଟନିକ୍ ଭି’ ଟିକା ନେବାର ୨୮ ଦିନ ପରେ ଏହାର ପରିଣାମ ୯୧.୪ ପ୍ରତିଶତ ସଫଳ ଥିଲା। ହେଲେ ୪୨ ଦିନ ପରେ ଏହା ୯୫% ସଫଳ ବୋଲି ଋଷ ସରକାର କହିଛନ୍ତି। ଋଷିଆର ସ୍ୱାସ୍ଥ୍ୟ ମନ୍ତ୍ରାଳୟ କହିଛି ଯେ, ଟିକା ନେବାର ୪୨ ଦିନ ପରେ ଏହି ରିପୋର୍ଟ…

ଭୁବନେଶ୍ୱରରେ ମୋହନ ଭାଗବତ

ଭୁବନେଶ୍ୱର: ତିନିଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘର ମୁଖ୍ୟ ମୋହନ ଭାଗବତ। ସେ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ଆର୍‌ଏସ୍‌ଏସ୍‌ର ଅଖିଳ ଭାରତୀୟ କାର୍ଯ୍ୟକାରୀ ମଣ୍ଡଳରେ ଯୋଗଦେବେ। ପୂର୍ବକ୍ଷେତ୍ର ପାଇଁ ଉଦ୍ଧିଷ୍ଟ ଏହି ବୈଠକ ଆସନ୍ତା ୨ ଦିନ…

୨ ଦିନ ପରେ ନାଗାର୍ଜୁନ ବେଶ,…

ପୁରୀ: ଆଉ ଦୁଇଦିନ ପରେ ଶ୍ରୀଜୀଉଙ୍କ ନାଗାର୍ଜୁନ ବେଶ। ୨୭ ତାରିଖରେ ଶ୍ରୀଜୀଉଙ୍କ ନାଗାର୍ଜୁନ ବେଶ। ୨୫ ବର୍ଷ ପରେ ପଡୁଛି ଶ୍ରୀଜୀଉଙ୍କ ଏହି ଦୁର୍ଲଭ ବେଶ। ଛତିଶା ନିଯୋଗ ବୈଠକରେ ନାଗାର୍ଜୁନ ବେଶର ନୀତି ନିର୍ଘଣ୍ଟ ହୋଇଛି। ନିଷ୍ପତ୍ତି ଅନୁଯାୟୀ ନାଗାର୍ଜୁନ ବେଶରେ ମହାପ୍ରଭୁଙ୍କୁ ଏକ ଶୋଭାଯାତ୍ରାରେ ରାତି…

ବିଲ୍ ଗେଟ୍ସଙ୍କୁ ପଛରେ ପକାଇ, ବିଶ୍ୱର…

ନୂଆଦିଲ୍ଲୀ: ମାଇକ୍ରୋସଫ୍ଟର ସଂସ୍ଥାପକ ବିଲ୍ ଗେଟ୍ସଙ୍କୁ ପଛରେ ପକାଇ ବିଶ୍ୱର ଦ୍ୱିତୀୟ ଧନୀ ବ୍ୟକ୍ତି ପାଲଟିଛନ୍ତି ଏଲନ ମସ୍କ। ସ୍ପେଶଏକ୍ସର ସିଇଓ ତଥା ଟେସଲାର ପ୍ରମୁଖ ଏଲନ ମସ୍କ ବିଶ୍ୱର ଦ୍ୱିତୀୟ ଧନୀ ବ୍ୟକ୍ତି ପାଲଟି ଯାଇଛନ୍ତି। ୪୯ ବର୍ଷୀୟ ଏଲନ୍ ମସ୍କଙ୍କ ନେଟ୍ ୱର୍ଥ ଏବେ ୧୨୭.୯ ଅରବ ଡଲାର…

ମାଲକାନଗିରି ଏସପି ଓ ଆଇଆଇସିଙ୍କୁ ତୁରନ୍ତ…

ଭୁବନେଶ୍ୱର: ୨୦୧୯ ଡିସେମ୍ବର ୨୮ ତାରିଖରେ ମାଲକାନଗିରି ଜିଲ୍ଲାପାଳଙ୍କ ବ୍ୟକ୍ତିଗତ ସହାୟକ ଦେବ ନାରାୟଣ ପଣ୍ଡାଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ଏହା ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ବାରମ୍ବାର ପରିବାର ପକ୍ଷରୁ ଅଭିଯୋଗ କରାଯାଇଥିଲେ ସୁଦ୍ଧା ପୋଲିସ ଏତଲା ଗ୍ରହଣ କରିନିଥିଲା। ଏହି ଘଟଣାରେ ଜିଲ୍ଲପାଳଙ୍କ…

ମହିଳାଙ୍କୁ ରାତ୍ରି ସିଫ୍ଟ ପାଇଁ ଅନୁମତି

ଭୁବନେଶ୍ୱର: ମହିଳାଙ୍କୁ ରାତ୍ରି ସିଫ୍ଟ ପାଇଁ ଅନୁମତି। ବିଧାନସଭାରେ ପାରିତ ହୋଇଛି କାରଖାନା ସଂଶୋଧନ ବିଲ୍ ୨୦୨୦। ଏଣିକି କାରଖାନାରେ ରାତିରେ ମହିଳାମାନେ କାର୍ଯ୍ୟ କରିପାରିବେ। ଏଥିସହ ବିଧାନସଭାରେ ପାରିତ ହୋଇଛି ଇଡକୋ ସଂଶୋଧନ ବିଲ୍। ଶିଳ୍ପାଞ୍ଚଳ ଭିତ୍ତିଭୂମି ସମେତ ସାମାଜିକ ଭିତ୍ତିଭୂମି ବିକାଶକୁ…

କରୋନା ଖର୍ଚ୍ଚର ହିସାବ ଦେଲେ ରାଜ୍ୟ…

ଭୁବନେଶ୍ୱର: କରୋନା ଖର୍ଚ୍ଚର ହିସାବ ଦେଇଛନ୍ତି ସରକାର। କରୋନା ପରୀକ୍ଷା, ମୁକାବିଲା ଓ ରୋଗୀଙ୍କ ମାଗଣା ଚିକିତ୍ସା ଖର୍ଚ୍ଚର ହିସାବ ଦେଇଛନ୍ତି ରାଜ୍ୟ ସରକାର। କରୋନା ରୋଗୀଙ୍କ ପାଇଁ ରାଜ୍ୟର ୨୩ଟି ଜିଲ୍ଲାରେ କରୋନା ଚିକିତ୍ସାରେ ମୋଟ ୨୨୩.୮୭ କୋଟି ଟଙ୍କା ଖର୍ଚ୍ଚ ହୋଇଛି। କୋଭିଡ-୧୯ ମହାମାରୀର ନମୂନା…

ଘୂର୍ଣ୍ଣିଝଡ଼ ‘ନିଭାର’…

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥବା ଅବପାତ ଏକ ଘୂର୍ଣ୍ଣିଝଡ଼ରେ ପରିଣତ ହୋଇ ଚେନ୍ନାଇ ଠାରୁ ୪୩୦ କିମି ଦକ୍ଷିଣ ପୂର୍ବରେ ମଙ୍ଗଳବାର ସକାଳ ୧୧.୩୦ ସମୟରେ କେନ୍ଦ୍ରୀଭୂତ ହୋଇଛି ବୋଲି ସୋଆ ବିଶ୍ୱବିଦ୍ୟାଳୟର ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ କୁହାଯାଇଛି। "ନିଭାର' ନାମକ ଏହି…