Odisha Link
Bridging the Missing Links in Odisha

ରାଜଧାନୀରୁ ୪୭ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜଧାନୀରୁ ୪୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦୬୧୦ରେ ପହଞ୍ଚିଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୯ ଜଣ ରହିଥିବା ବେଳେ ୩୮ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଏଥି ସହିତ ୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

 

Comments are closed.