ପରୀ ନ୍ୟାୟ ପାଉ, ସତ୍ୟ ଉନ୍ମୋଚନ ହେଉ: ଅରୁଣ ସାହୁ

ଭୁବନେଶ୍ବର: ଆଜି ପରୀ ହତ୍ୟା ଘଟଣାରେ ମନ୍ତ୍ରୀ ଅରୁଣ ସାହୁ ନିଜ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ପରୀ ହତ୍ୟା ଘଟଣା ମୋତେ ବ୍ୟଥିତ କରିଛି। ମୁଁ ଗଭୀର ମର୍ମାହତ। ହିଂସାକୁ ମୁଁ ବିରୋଧ କରେ। କ୍ରାଇମବ୍ରାଞ୍ଚ ତଦନ୍ତକୁ ସ୍ୱାଗତ କରୁଛି। ଯିଏ ବି ଏହି ଘଟଣା ପଛରେ ଜଡ଼ିତ ଥାଆନ୍ତୁ, କାର୍ଯ୍ୟାନୁଷ୍ଠାନ ହେଉ।