Odisha Link
Bridging the Missing Links in Odisha

ଆଖି ବୁଜିଲେ ଆଉ ୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧,୭୧୮ ରେ ପହଞ୍ଚିଛି।ଏହା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.