Odisha Link
Bridging the Missing Links in Odisha

ଆଖି ବୁଜିଲେ ଆଉ ୧୨ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ଚିକିତ୍ସାଧୀନ ଅବସ୍ଥାରେ ୧୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରି ସୂଚନା ଦେଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ହଜାର ୭୩୦କୁ ବୃଦ୍ଧି ପାଇଛି।

ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୪ ଜଣ ଥିବା ବେଳେ ଭୁବନେଶ୍ୱରରୁ ୩, ଅନୁଗୁଳରୁ ୨, ବାଲେଶ୍ୱର, ଢେଙ୍କାନାଳ ଓ ଯାଜପୁରରୁ ଜଣେ ଲେଖାଏଁ ଅଛନ୍ତି।

Comments are closed.