ବିଜେଡିରୁ ବିଦା ହେଲେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ବର: ବିଜୁ ଜନତା ଦଳରୁ ବହିଷ୍କୃତ ହେଲେ ବର୍ତ୍ତମାନର ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ମଧ୍ୟ ତାଙ୍କୁ ବହିଷ୍କାର କରାଯାଇଛି। ଜନ ବିରୋଧୀ କାର୍ଯ୍ୟ ପାଇଁ  ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ତାଙ୍କୁ ବହିଷ୍କାର କରାଯାଇଥିବା ଦଳୀୟ ପ୍ରେସ୍ ରିଲିଜ୍‌ରେ କୁହାଯାଇଛି। ସୂଚନାଥାଉକି, ନିକଟରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା କୁବେର ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକଙ୍କ ସମୁଦି ହୋଇଥାଆନ୍ତେ ପ୍ରଦୀପ ପାଣିଗ୍ରାହୀ। … Continue reading ବିଜେଡିରୁ ବିଦା ହେଲେ ପ୍ରଦୀପ ପାଣିଗ୍ରାହୀ