ରାଜ୍ୟରେ କରୋନା: ୫୧୮ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ଏବେ ପ୍ରତିଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୯୭ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୨୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
Covid-19 Report For 28th November
New Positive Cases: 518
In quarantine: 297
Local contacts: 221(Details of local contacts will be shared by concerned District Administration)
District Wise Cases:
1. Angul: 36
2. Balasore: 26
3. Bargarh: 24
4. Bhadrak: 6
5. Balangir: 37— I & PR Department, Odisha (@IPR_Odisha) November 29, 2020
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୬ ଜଣ, ବାଲେଶ୍ୱର ଜିଲ୍ଲାରୁ ୨୬ଜଣ, ବରଗଡ଼ ଜିଲ୍ଲାରୁ ୨୪ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୭ଜଣ, କଟକ ଜିଲ୍ଲାରୁ ୪୫ଜଣ, ଦେଓଗଡ଼ ଜିଲ୍ଲାରୁ ୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ ଜଣ, , ଗଞ୍ଜାମ ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬ଜଣ, ଯାଜପୁର ଜିଲ୍ଲାରୁ ୧୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୬ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୭ଜଣ, କେନ୍ଦୁଝର ଜିଲ୍ଲାରୁ ୨୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୦ଜଣ,କୋରାପୁଟ ଜିଲ୍ଲାରୁ ୯ ଜଣ, ମାଲକାନଗିରି ଜିଲ୍ଲାରୁ ୪ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୧ଜଣ, ନୂଆପଡା ଜିଲ୍ଲାରୁ ୨୩ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ରାୟଗଡ଼ା ଜିଲ୍ଲାରୁ ୧ ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ ଜଣ, ସୋନପୁର ଜିଲ୍ଲାରୁ ୪ ଜଣ, ସୁରନ୍ଦରଗଡ଼ ଜିଲ୍ଲାରୁ ୫୨ଜଣ, ଷ୍ଟେଟ୍ ପୁଲ୍ରୁ ୮ ଜଣ ରହିଛନ୍ତି।
Comments are closed.