Odisha Link
Bridging the Missing Links in Odisha

କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୃତ

ଭୁବନେଶ୍ବର: ଦିନକୁ ଦିନ ରାଜ୍ୟରେ କରୋନା ମୃତ୍ୟୁହାର କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଚିକିତ୍ସାଧୀନ ଅବସ୍ଥାରେ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରି ସୂଚନା ଦେଇଛନ୍ତି।

ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୩୪ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ବାଲେଶ୍ବର, ଭୁବନେଶ୍ବର,ଢ଼େଙ୍କାନାଳ, ଖୋର୍ଦ୍ଧାରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି।

Comments are closed.