Odisha Link
Bridging the Missing Links in Odisha

ଆସନ୍ତାକାଲିଠୁ ୨୨ଟି ରୁଟରେ ଗଡିବ ୧୪୪ଟି ମୋ ବସ

ଭୁବନେଶ୍ଵର : ରାଜଧାନୀ ବାସିଙ୍କ ପାଇଁ ଖୁସି ଖବର। ଏଣିକି ଭୁବନେଶ୍ଵରର ସମସ୍ତ ରୁଟ୍‌ରେ ଚଳାଚଳ କରିବ ମୋ ବସ୍‌ । ଏନେଇ ବସ୍‌ ପରିଚାଳନାକାରୀ ‘କ୍ରୁଟ୍‌’ ପକ୍ଷରୁ ସୂଚନା ଦିଆଯାଇଛି।

କିନ୍ତୁ କେବଳ ରୁଟ୍‌ ନମ୍ବର ୨୯କୁ ଛାଡି ଅନ୍ୟ ସବୁ ରୁଟ୍‌ରେ ମୋ’ ବସ୍‌ ଚାଲି। ଆସନ୍ତାକାଲିଠୁ ୨୨ଟି ରୁଟରେ ଗଡିବ ୧୪୪ଟି ମୋ ବସ।କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୋ’ ବସ୍‌ ଚଳାଚଳ ଉପରେ କଟକଣା ଜାରି କରାଯାଇଥିଲା ।

Comments are closed.