Odisha Link
Bridging the Missing Links in Odisha
Monthly Archives

November 2020

ଅଷ୍ଟ୍ରେଲିଆକୁ ଝଟକା, ୩ୟ ଦିନିକିଆ ଓ…

ସିଡନୀ: ଅଷ୍ଟ୍ରେଲିଆ କ୍ରିକେଟ୍‌ ଟମକୁ ଝଟକା। ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟସମ୍ୟାନ୍ ଡେଭିଡ୍ ଓ୍ୱାର୍ଣ୍ଣର ଭାରତ ବିପକ୍ଷ ବଳକା ମ୍ୟାଚରୁ ବାଦ୍ ପଡିପାରନ୍ତି। ରବିବାର ସିଡନୀରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆରେ ସେ ଆହତ ହୋଇ ମଇଦାନରୁ ସିଧା ହସ୍ପିଟାଲରେ ଯାଇଥିଲେ। ୩୪ ବର୍ଷୀୟ ଓ୍ୱାର୍ଣ୍ଣର ଏବେ…

ରାଜ୍ୟରେ କରୋନା: ୪୧୮ ଆକ୍ରାନ୍ତ, ୫ ମୃତ

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୧ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା…

ବ୍ରହ୍ମପୁରରେ କ୍ରାଇମବ୍ରାଞ୍ଚର ୨ ଜଣିଆ…

ବ୍ରହ୍ମପୁର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ପାଠକ ବାପ ପୁଅଙ୍କ ଅଡୁଆ ବଢ଼ିବାରେ ଲାଗିଛି। ନିଜକୁ ଟାଟା ମୋଟର୍ସର ଏମ୍‌ଡି ରୂପେ ପରିଚୟ ଦେଇ ଆକାଶ ପାଠକ ଗଞ୍ଜାମ ଜିଲ୍ଲାର ବହୁ ଯୁବକ ଯୁବତୀଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ନିମନ୍ତେ ବ୍ରହ୍ମପୁରରେ…

୧୭ ଲକ୍ଷ ଟଙ୍କାର ସୁନା ଲୁଟିନେଲେ…

ବିନିକା : ୧୭ ଲକ୍ଷର ସୁନା ଲୁଟିଲେ ଦୁର୍ବୃତ୍ତ। ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହରର ଶ୍ରୀ କ୍ରିଷ୍ଣା ଜୁଏଲର୍ସରୁ ୩୫୦ ଗ୍ରାମ ସୁନା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ଏନେଇ ନେଇ ଡୁଙ୍ଗୁରିପାଲି ଥାନାରେ ଅଭିଯୋଗ ହୋଇଛି I ଗତକାଲି ଶ୍ରୀ କ୍ରିଷ୍ଣା ଜୁଏଲର୍ସର ପଛ ପଟ କାନ୍ଥ ଭାଙ୍ଗି ଚୋରମାନେ ଏହି…

ରାଜ୍ୟରେ ଶୀତ ଲହରୀ, ୧୧ ସହରର ତାପମାତ୍ରା…

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଶୀତ ଲହରୀ। ୧୧ଟି ସହରର ତାପମାତ୍ରା ୧୫° ତଳେ ରହିଛି। ରାଜ୍ୟରେ ସୋନପୁର ଜିଲାରେ ସର୍ବାଧିକ ଶୀତ ପଡୁଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗତରାତିରେ ସୋନପୁର ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଦାରିଙ୍ଗବାଡି ୯.୫°…

ସ୍ୱେଚ୍ଛାସେବୀଙ୍କ ନାଁରେ ୧୦୦ କୋଟିର…

ନୂଆଦିଲ୍ଲୀ: ହ୍ୟୁମାନ ଟ୍ରାଏଲ ବେଳେ କରୋନା ଟିକା-କୋଭିସିଲ୍ଡ ନେଇ ଅସୁସ୍ଥତା ଅଭିଯୋଗ ଆଣିଥିବା ଜଣେ ସ୍ୱେଚ୍ଛାସେବୀଙ୍କ ବିରୋଧରେ ୧୦୦ କୋଟି ଟଙ୍କାର ମାନହାନି ମୋକଦ୍ଦମା କଲା ସେରମ ଇନଷ୍ଟିଚ୍ୟୁଟ। କରୋନା ଟିକା ନେବା ପରେ ସ୍ନାୟୁଗତ ରୋଗ ଦେଖା ଦେବା ଅଭିଯୋଗ ଆଣିଥିଲେ ସଂପୃକ୍ତ ସ୍ୱେଚ୍ଛାସେବୀ। ହେଲେଏହି…

ଆଜି ବର୍ଷର ଶେଷ ଚନ୍ଦ୍ର ଗ୍ରହଣ, ଓଡ଼ିଶାରେ…

ଭୁବନେଶ୍ୱର: ସୋମବାର ଚଳିତ ବର୍ଷର ଶେଷ ଚନ୍ଦ୍ର ଗ୍ରହଣ। ଏହି ଚନ୍ଦ୍ର ଗ୍ରହଣ ଉପଛାୟା ଚନ୍ଦ୍ର ଗ୍ରହଣ। ଜ୍ୟୋର୍ତିବିତ୍‌ଙ୍କ କହିବା ମୁତାବକ, ଏହି ଚନ୍ଦ୍ର ଗ୍ରହଣ ବୃଷଭ ରାଶି ଏବଂ ରୋହିଣୀ ନକ୍ଷେତ୍ରରେ ଲାଗିବ। ଦିନ ଗୋଟାଏ ୨ ମିନିଟ ୨୨ ସେକେଣ୍ଡରେ ଆରମ୍ଭ ହୋଇ ଅପରାହ୍ନ ୫ଟା ୨୩ ମିନିଟ ୨୨ ସେକେଣ୍ଡ…

ବିନିକାରେ ଥମୁନି ହାତୀ ଆତଙ୍କ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥମୁନି ହାତୀ ଆତଙ୍କ। ବିନିକା ଅଞ୍ଚଳରେ ୪୦ ଟିକିଆ ହାତୀପଲଙ୍କ ଉପଦ୍ରବରେ ଲୋକେ ଅତିଷ୍ଠ ହେବା ସହ ଭୟଭୀତ ଅବସ୍ଥାରେ ରହିଛନ୍ତି। ଦିନ ବେଳେ ହାତୀପଲ ଜଙ୍ଗଲରେ ରହୁଥିବା ବେଳେ ସଞ୍ଜ ହେଲେ ଜନ ବସତି ମୁହାଁ ହେଉଛନ୍ତି ଏବଂ ବ୍ୟାପକ ଧାନ ଫସଲ ନଷ୍ଟ କରୁଛନ୍ତି।…

ରାଜ୍ୟରେ କରୋନା ପରିଚାଳନା ବିପର୍ଯ୍ୟସ୍ତ:…

ଭୁବନେଶ୍ବର: ବିଜୁ ଜନତା ଦଳରୁ ବିଦା ହେବା ପରେ ବିଷ ଉଦ୍‌ଗାରିଛନ୍ତି ପୂର୍ବତନ ମନ୍ତ୍ରୀ, ଏକଦା ମୁଖ୍ୟମନ୍ତ୍ରୀଙ୍କ ଘନିଷ୍ଠ ତଥା ବର୍ତ୍ତମାନ ଗୋପାଳପୁର ବିଧାୟକ ପ୍ରଦୀପ କୁମାର ପାଣିଗ୍ରାହୀ। ରାଜ୍ୟରେ କରୋପା ପରିଚାଳନା ବିପର୍ଯ୍ୟସ୍ତ ବୋଲି ସେ କହିଛନ୍ତି। ସାଧାରଣ ଲୋକଙ୍କ କଥା ଦୂରେ ଥାଉ ଶାସକ ଦଳର ଜଣେ…

ଫିଲ୍ମ ସୁଟିଂ ବେଳେ ବ୍ରେନ୍‌ ଷ୍ଟ୍ରୋକ୍,…

ମୁମ୍ୱାଇ: ୯୦ ଦଶକର ସୁପରହିଟ୍‌ ଫିଲ୍ମ ‘ଆଶିକି’ ହିରୋ ତଥା ଅଭିନେତା ରାହୁଲ ରୟ ବ୍ରେନ୍‌ ଷ୍ଟ୍ରୋକର ଶିକାର ହୋଇଛନ୍ତି। କାର୍ଗିଲରେ ଏକ ଚଳଚ୍ଚିତ୍ରର ସୁଟିଂ ସମୟରେ ହଠାତ୍‌ ବ୍ରେନ୍‌ ଷ୍ଟ୍ରୋକ୍‌ର ଶିକାର ହୋଇ ମୁମ୍ବାଇ ନାନାବତୀ ହସ୍‌ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ରାହୁଲ ଚଳଚ୍ଚିତ୍ର…