Odisha Link
Bridging the Missing Links in Odisha

ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର : ରାଜ୍ୟରେ ଆଖି ବୁଜିଲେ ଆଉ ୫ କରୋନା ଆକ୍ରାନ୍ତ । ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୪୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୫ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଏବଂ ନୟାଗଡ ଜିଲ୍ଲାରୁ ଜଣେ ରହିଛନ୍ତି ।

Comments are closed.