Odisha Link
Bridging the Missing Links in Odisha

ଆଖି ବୁଜିଲେ ଆଉ ୫ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଆଖି ବୁଜିଲେ ଆଉ ୫ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୬୦କୁ ବୃଦ୍ଧି ପାଇଛି ।

ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇ। ୫ ମୃତକଙ୍କ ମଧ୍ୟରୁ କେନ୍ଦୁଝର ଜିଲ୍ଲାରୁ ୨ ଜଣ, ମାଲକାନଗିରି, ମୟୁରଭଞ୍ଜ ଏବଂ ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Comments are closed.