Odisha Link
Bridging the Missing Links in Odisha

ବିଲରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ଭଞ୍ଜନଗର : ଗଞ୍ଜାମ ଜିଲ୍ଲା ସୋରଡା ଥାନା ଅନ୍ତର୍ଗତ ବଜ୍ରଗୁମା ଗାଁରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ବିଲରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ଉଦ୍ଧାର କରାଯାଇଛି। ତେବେ ମୃତକ ମହିଳାଙ୍କ ପରିଚୟ ମିଳିପାରି ନାହିଁ। ହତ୍ୟା ପରେ ନିଆଁ ଲଗାଇ ଦେଇଥିବା

ସନ୍ଦେହ କରାଯାଉଛି । ଖବର ପାଇ ଘଟଣାସ୍ଥଳରେ ସୋରଡା ପୋଲିସ ପହଞ୍ଚି ଅର୍ଦ୍ଧଦଗ୍ଧ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

Comments are closed.