Odisha Link
Bridging the Missing Links in Odisha

ଆଖି ବୁଜିଲେ ଆଉ ୫ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଆଖି ବୁଜିଲେ ଆଉ ୫ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୬୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ପୁରୀ, ଜଗତସିଂହପୁର ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Comments are closed.