Odisha Link
Bridging the Missing Links in Odisha

ଆଖି ବୁଜିଲେ ଆଉ ୬ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଆଉ ୬ କରୋନା ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

୫ ମୃତକଙ୍କ ମଧ୍ୟରୁ ପୁରୀରୁ ୨ ଜଣ, ଝାସୁଗୁଡ଼ା, ସମ୍ବଲପୁର,ଓ ସୁନ୍ଦରଗଡ଼ ରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଥିବା ସୂଚନାମିଳିଛି।

Comments are closed.