Odisha Link
Bridging the Missing Links in Odisha

ଭିଜିଲାନ୍ସକୁ ଗଲା ପ୍ରଦୀପ ମାମଲା

ଭୁବନେଶ୍ବର: ଭିଜିଲାନ୍ସକୁ ଗଲା ପ୍ରଦୀପଙ୍କ ମାମଲା। ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ହୋଇଥିବା ଦୁର୍ନୀତି ମାମଲାର ତଦନ୍ତ କରିବ ଭିଜିଲାନ୍ସ। ମାମଲାର ତଦନ୍ତ ପାଇଁ ଭିଜିଲାନ୍ସ ନିର୍ଦ୍ଦେଶକଙ୍କୁ ଲୋକାୟୁକ୍ତଙ୍କ ନିର୍ଦ୍ଦେଶ। ୨ ମାସ ମଧ୍ୟରେ ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଲୋକାୟୁକ୍ତ।

ଆସନ୍ତା ଫେବୃୟାରୀ ୧୨ ତାରିଖରେ ଏହି ମାମଲାର ପରବର୍ତ୍ତିୀ ଶୁଣାଣି ହେବ। ଗତ ୭ ତାରିଖରେ ମୁଖ୍ୟମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ହୋଇଥିବା ଦୁର୍ନୀତି ମାମଲାର ତଦନ୍ତ ପାଇଁ ଲୋକାୟୁକ୍ତଙ୍କୁ ସୁପାରିଶ କରିଥିଲେ।

Comments are closed.